vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିଭୋ ଉପରେ ଚଢଉ ନେଇ ଚୀନର ରାଗ, କହିଲା- ‘ବିଦେଶୀ କମ୍ପାନୀଙ୍କ ଇଚ୍ଛା କମିଯିବ…’
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୨୮ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୮୯୩୦ କରୋନା ପଜିଟିଭ୍
  • ||
  • ଇଂଲଣ୍ଡରେ ଜନ୍ମଦିନ ପାଳିଲେ ଧୋନୀ, କାଟିଲେ କେକ୍ : ପତ୍ନୀ ସାକ୍ଷୀ ସେୟାର କଲେ ଭିଡିଓ
  • ||
  • କେବଳ ସ୍ପାଇସଜେଟ୍ ନୁହେଁ, ଅନ୍ୟ କମ୍ପାନୀର ବିମାନରେ ମଧ୍ୟ ବଢୁଛି ତ୍ରୁଟି : ଯାତ୍ରୀଙ୍କ ସୁରକ୍ଷାକୁ ନେଇ ଚିନ୍ତା
  • ||
  • ୪୧ ବର୍ଷରେ ପାଦ ଦେଲେ କ୍ୟାପ୍ଟେନ୍ କୁଲ୍ : ଟିମ୍ ଇଣ୍ଡିଆକୁ ଜିତାଇଥିଲେ ଦିନିକିଆ ଓ ଟି୨୦ ବିଶ୍ୱକପ୍
  • ||
  • ଜନ୍ମଦିନରେ ଓ୍ୱିମ୍ବଲଡନ୍ ଦେଖିବାକୁ ପହଁଚିଲେ ମାହି, ସାମ୍ନାକୁ ଆସିଲା ଫଟୋ
  • ||

ଆଇଏଏସ୍ ବିନୋଦ କୁମାରଙ୍କୁ ମିଳିଲା ଜାମିନ

25/09/2018 at 3:06 AM

ଭୁବନେଶ୍ୱର ୨୪/୯: ଆଇଏଏସ୍ ବିନୋଦ କୁମାରଙ୍କୁ ମିଳିଲା ଜାମିନ । ସ୍ପେସାଲ ଭିଜିଲାନ୍ସ କୋର୍ଟ ପକ୍ଷରୁ ମିଳିଲା ଜାମିନ । ପୁର୍ବରୁ ବିନୋଦଙ୍କୁ ୩ବର୍ଷ ଜେଲ ଓ ୫୦ହଜାର ଟଙ୍କା ଜରିମାନା ଶୁଣାଇଥିଲେ ଭିଜିଲାନ୍ସ କୋର୍ଟ । ସ୍ପେଶାଲ ଭିଜିଲାନ୍ସ କୋର୍ଟରେ ଜାମିନ ଆବେଦନ କରିଥିଲେ ବିନୋଦ । ORHDC ଦୁର୍ନୀତି ମାମଲାରେ ବିନୋଦଙ୍କ ସମେତ ୬ଜଣଙ୍କୁ ୩ବର୍ଷ ଜେଲ ସହ ୫୦ହଜାର ଟଙ୍କାର ଜରିମାନା କରିଥିଲେ ଭୁବନେଶ୍ବର ସ୍ବତନ୍ତ୍ର ଭିଜିଲାନ୍ସ୍ କୋର୍ଟ । ଏହି ମାମଲାରେ ଅନ୍ୟତମ ଅଭିଯୁକ୍ତ ଆକାଉଣ୍ଟାଣ୍ଟ ଚିତ୍ତ ମଲ୍ଲିକ ନିର୍ଦ୍ଦୋଶରେ ଖଲାସ ହୋଇଛନ୍ତି ।

   Related Posts