LIVE TV
LIVE TV

୧୭ ହଜାର ୪୪୦ କୋଟିର ଅତିରିକ୍ତ ବଜେଟ୍ ଆଗତ କଲେ ମୁଖ୍ୟମନ୍ତ୍ରୀ

NEWS7
if-game-changes-jyotiraditya-may-be-another-power-station-like-shivraj-in-mp-politics

ଭୁବନେଶ୍ୱର: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି । ମୋଟ ୧୭ ହଜାର ୪୪୦ କୋଟିର ଅତିରିକ୍ତ ବଜେଟ୍ ଆଗତ କରାଯାଇଛି । ମୋଟ୍ ପ୍ରଶାସନିକ ଖର୍ଚ୍ଚ ୩,୩୮୯ କୋଟି । ବିଭିନ୍ନ କାର୍ଯ୍ୟକ୍ରମ ପାଇଁ ଖର୍ଚ୍ଚ ୧୩,୭୧୬ କୋଟି । ବିପର୍ଯ୍ୟୟ ପରିଚାଳନା ପାଣ୍ଠି ପାଇଁ ୧୭୧ କୋଟି ।