oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୭ କୋଭିଡ୍ ପଜିଟିଭ୍
  • ||
  • ନବରାତ୍ରର ଦ୍ନିତୀୟ ଦିନ, ବ୍ରହ୍ମଚାରିଣୀ ରୂପେ ଦର୍ଶନ ଦେଉଛନ୍ତି ମାଆ ଜଗଦମ୍ୱା
  • ||
  • ରାଉରକେଲା : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା, ଶ୍ୱଶୁର ଘରୁ ମିଳିଲା ଝୁଲନ୍ତା ମୃତଦେହ
  • ||
  • ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ, ବର୍ଷାରେ ଭିଜିବ ଦଶହରା
  • ||

ମଦିନା ମୈଦାନ ଠାରେ ଇଫତାର ପାର୍ଟି ଅନୁଷ୍ଠିତ, ଯୋଗ ଦେଲେ ବହୁ ସଂଖ୍ୟାରେ ସ୍ଥାନୀୟ ଲୋକ

1/05/2022 at 5:44 PM

ଭଦ୍ରକ, ୦୧/୦୫: ଭଦ୍ରକ ସହରର ମଦିନା ମୈଦାନ ଠାରେ ଇଫତାର ଅନୁଷ୍ଠିତ ହୋଇଛି । ଭଦ୍ରକ ବିଜୁ ଜନତା ଦଳ ଟାଉନ କମିଟି ପକ୍ଷରୁ ପୁରୁଣା ବଜାର ମଦିନା ମୈଦାନ ଠାରେ ଇଫତାର ପାର୍ଟି ଅନୁଷ୍ଠିତ ହୋଇଯାଇଛି । ନଗର ବିଜେଡି ସଭାପତି ତାହେର ମହମ୍ମଦଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବେ, ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ ଏବଂ ସମ୍ମାନିତ ଅତିଥି ଭାବେ ଭଦ୍ରକ ବିଧାୟକ ସଞ୍ଜିବ ମଲ୍ଲିକ ମଇଦାନ ଠାରେ ଇଫତାର ପାର୍ଟିରେ ଯୋଗ ଦେଇଥିଲେ । ଭଦ୍ରକ ଜିଲ୍ଲାରେ ଆୟୋଜିତ ଏହି ଇଫତାରରେ ଉଭୟ ହିନ୍ଦୁ ଓ ମୁସଲମାନ ଭାଇ ଓ ଭଉଣୀମାନେ ଯୋଗ ଦେଇଥିଲେ । ଆସନ୍ତା ମଙ୍ଗଳବାର ରମଜାନ ଥିବାରୁ ଏହା ଶେଷ ଇଫତାର ପାର୍ଟି ଏଥିପାଇଁ ଵହୁ ସଂଖ୍ୟାରେ ସ୍ଥାନୀୟ ଲୋକମାନେ ଯୋଗଦେଇଥିଲେ ।

   Related Posts