ଭୁବନେଶ୍ବର ୨୦।୭: ଓଡିଶାରେ ୧୦ କରୋନା ଔଷଧର ପରୀକ୍ଷା । ଦେଶର ୧୦ଟି କମ୍ପାନୀର କୋଭିଡ୍ ଔଷଧ ପରୀକ୍ଷା କରିବ ILS । ଔଷଧ ଆକ୍ରାନ୍ତଙ୍କଠାରେ କିଭଳି କାମ କରୁଛି ସେନେଇ ପରୀକ୍ଷା କରାଯିବ । ଏଲୋପାଥି, ହୋମିଓପାଥି, ଆୟୁର୍ବେଦିକ ଔଷଧର ପରୀକ୍ଷା ହେବ । ଭୁବନେଶ୍ବର ILS ପରୀକ୍ଷାଗାରରେ ହେବ ପରୀକ୍ଷା । ଏନେଇ ILS ନିର୍ଦ୍ଦେଶକ ଅଜୟ ପରିଡା ସୂଚନା ଦେଇଛନ୍ତି ।
ଅମେଠି ଓ ରାଇବରେଲିରୁ କିଏ ହେବେ କଂଗ୍ରେସ ପ୍ରାର୍ଥୀ?...