oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୧୧ କୋଭିଡ୍ ପଜିଟିଭ୍
  • ||
  • ଲମତାପୁଟ : କାରରୁ ୮ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ମାଫିଆ ଫେରାର
  • ||
  • ଭୁବନେଶ୍ୱର : ବର୍ଷାରେ ଭିଜିବ ଦଶହରା, ୨ରେ ଆସୁଛି ଆଉ ଏକ ଲଘୁଚାପ !
  • ||

ଦେଶର ୧୦ଟି କମ୍ପାନୀର କୋଭିଡ୍ ଔଷଧ ପରୀକ୍ଷା କରିବ ILS

20/07/2020 at 1:45 PM

ଭୁବନେଶ୍ବର ୨୦।୭: ଓଡିଶାରେ ୧୦ କରୋନା ଔଷଧର ପରୀକ୍ଷା । ଦେଶର ୧୦ଟି କମ୍ପାନୀର କୋଭିଡ୍ ଔଷଧ ପରୀକ୍ଷା କରିବ ILS । ଔଷଧ ଆକ୍ରାନ୍ତଙ୍କଠାରେ କିଭଳି କାମ କରୁଛି ସେନେଇ ପରୀକ୍ଷା କରାଯିବ । ଏଲୋପାଥି, ହୋମିଓପାଥି, ଆୟୁର୍ବେଦିକ ଔଷଧର ପରୀକ୍ଷା ହେବ । ଭୁବନେଶ୍ବର ILS ପରୀକ୍ଷାଗାରରେ ହେବ ପରୀକ୍ଷା । ଏନେଇ ILS ନିର୍ଦ୍ଦେଶକ ଅଜୟ ପରିଡା ସୂଚନା ଦେଇଛନ୍ତି ।

   Related Posts