ଭୁବନେଶ୍ବରରେ ପହଞ୍ଚିଲେ ଉଭୟ ଭାରତ ଓ ଦକ୍ଷିଣ ଆଫ୍ରିକା କ୍ରିକେଟ୍ ଟିମ୍

NEWS7
imf-retains-indias-economic-growth-outlook-for-fy26-and-fy27-at-65

ଭୁବନେଶ୍ବର ୭।୧୨: ଭୁବନେଶ୍ବରରେ ପହଞ୍ଚିଲେ ଉଭୟ ଭାରତ ଓ ଦକ୍ଷିଣ ଆଫ୍ରିକା କ୍ରିକେଟ୍ ଟିମ୍ । ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚିଲେ ଉଭୟ ଦଳର ଖେଳାଳି । ବାରବାଟୀ ଟି-୨୦ ମ୍ୟାଚ୍ ପାଇଁ ଆସି ପହଞ୍ଚିଲେ ଉଭୟ ଟିମ୍ । ଡିସେମ୍ବର ୯ ତାରିଖରେ କଟକ ବାରବାଟୀ ଷ୍ଟାଡିୟମ୍ରେ ଅନୁଷ୍ଠିତ ହେବ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ୍ ।

​​​​​​​