oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୭ କୋଭିଡ୍ ପଜିଟିଭ୍
  • ||
  • ନବରାତ୍ରର ଦ୍ନିତୀୟ ଦିନ, ବ୍ରହ୍ମଚାରିଣୀ ରୂପେ ଦର୍ଶନ ଦେଉଛନ୍ତି ମାଆ ଜଗଦମ୍ୱା
  • ||
  • ରାଉରକେଲା : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା, ଶ୍ୱଶୁର ଘରୁ ମିଳିଲା ଝୁଲନ୍ତା ମୃତଦେହ
  • ||
  • ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ, ବର୍ଷାରେ ଭିଜିବ ଦଶହରା
  • ||

ଭଦ୍ରକରେ ‘ୟାସ୍’ର ପ୍ରଭାବ, ରାସ୍ତାରେ ଓଲଟିବାରୁ ଅଳ୍ପକେ ବର୍ତ୍ତିଲା ବୋଲେରୋ

26/05/2021 at 10:39 AM

ଭଦ୍ରକ ୨୬।୫: ବାତ୍ୟା ‘ୟାସ୍’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଭଦ୍ରକ ଜିଲ୍ଲାରେ ‘ୟାସ୍’ର ପ୍ରଭାବ ଦେଖିବାକୁ ମିଳିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଜୋରରେ ପବନ ବହୁଛି । ପବନରେ ଓଲଟିଲାବାରୁ ଅଳ୍ପକେ ବର୍ତ୍ତିଯାଇଛି ବୋଲେରୋ ଗାଡି । ଭଦ୍ରକ ପୌରପାଳିକା ୧୮ନମ୍ବର ୱାର୍ଡରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ବୋଲେରୋ ଡ୍ରାଇଭର ସୁରକ୍ଷିତ ଥିବା ଜଣାପଡିଛି । ବର୍ଷା ପାଣିରେ ରାସ୍ତା ଜାଣି ନ ପାରି ଏଭଳି ଦୁର୍ଘଟଣା ଘଟିଥିବା କୁହାଯାଉଛି ।

ସକାଳ ୯ଟାରୁ ବାତ୍ୟା ‘ୟାସ୍’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଛି । ବାହାନଗା-ରେମୁଣା ମଧ୍ୟରେ ବରଜଧଉଳି ଗାଁ ନିକଟରେ ଲ୍ୟାଣ୍ଡଫଲ୍ କରିବ ‘ୟାସ୍’ । ବାଲେଶ୍ବରରେ ଅଧିକ ପ୍ରଭାବ ପଡିବ । ଭଦ୍ରକ, ବାଲେଶ୍ବରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ମୟୁରଭଞ୍ଜରେ ମଧ୍ୟ ବାତ୍ୟା ‘ୟାସ୍’ ପ୍ରଭାବ ପକାଇବ ।

   Related Posts