oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯାଜପୁର:ପ୍ରଧାନ ଶିକ୍ଷକଙ୍କ ବଦଳିକୁ ବିରୋଧ, ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ
  • ||
  • ଛତିଶଗଡ଼ରେ ୪ ଓଡ଼ିଆଙ୍କୁ ନିର୍ମମ ହତ୍ୟା, ସ୍ୱାମୀ-ସ୍ତ୍ରୀ ଓ ଦୁଇ ଛୁଆ ମୃତ
  • ||
  • ଶାରଳାଙ୍କ ପୀଠରେ ଷଷ୍ଠୀ ପୂଜା, ମା’ଙ୍କ ଦର୍ଶନ ଲାଗି ଜମୁଛି ଶ୍ରଦ୍ଧାଳୁଙ୍କ ଭିଡ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୩ କୋଭିଡ୍ ପଜିଟିଭ୍
  • ||
  • ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍
  • ||
  • ଦୁଷ୍କର୍ମ ଅଭିଯୋଗରେ ଜେଲ୍ ଗଲା ଟୁଙ୍ଗୁରୁ ଭୋଳ, ବହୁଚର୍ଚ୍ଚିତ ପ୍ରେମ କାହାଣୀରେ ପଡିଲା ପୂର୍ଣ୍ଣଚ୍ଛେଦ
  • ||
  • ମହାଷଷ୍ଠୀରେ ଭିଜିବ ଉପକୂଳ, ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ପହିଲାରୁ ବଢିବ ବର୍ଷା ପରିମାଣ
  • ||
  • ଶୁକ୍ରବାର ବସିବ କ୍ୟାବିନେଟ ବୈଠକ, ୧୦ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||

ସ୍ୱାଧୀନତା ସଂଗ୍ରାମୀ ସ୍ମାରକୀ ସ୍ମୃତି ସ୍ତମ୍ଭରେ ସ୍ୱାଧୀନତା ଦିବସ ପାଳିତ

15/08/2022 at 12:03 PM

ଚଣ୍ଡିଖୋଲ ୧୫।୦୮: ଆଜି ୭୬ ତମ ସ୍ୱାଧୀନତା ଦିବସ । ସାରା ଦେଶ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ କରୁଛି । ଏହି ଅବସରରେ ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକର ବିଭିନ୍ନ ସ୍ଥାନରେ ସ୍ୱାଧୀନତା ଦିବସ ପାଳିତ ହୋଇଛି ।

ତେବେ ବଡ଼ଚଣା ବ୍ଲକରେ ଥିବା ସ୍ୱାଧୀନତା ସଂଗ୍ରାମୀ ସ୍ମାରକୀ ସ୍ମୃତି ସ୍ତମ୍ଭ ଠାରେ ସ୍ୱାଧୀନତା ଦିବସ ପାଳିତ ହୋଇଛି । ରାଜ୍ୟ ସ୍ୱାଧୀନତା ସଂଗ୍ରାମର ସଭାପତି ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲ ଯୋଗ ଦେଇ ସ୍ମାରକୀ ସ୍ତମ୍ଭରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଏହାସହିତ ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀ ଯୋଗ ଦେଇ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।

ସେହିପରି ବଡ଼ଚଣା ବ୍ଲକ ପରିସରରେ ସ୍ୱାଧୀନତା ଦିବସ ପାଳିତ ହୋଇ ଯାଇଛି । ଏଥିରେ ବଡ଼ଚଣା ବ୍ଲକ ବିଡ଼ିଓ,  ବ୍ଲକ ଅଧକ୍ଷଙ୍କ ସମତେ ବହୁ ବୁଦ୍ଧିଜୀବୀ ସାମିଲ ହୋଇଥିଲେ । ଦେଶକୁ ସ୍ୱାଧୀନତା ଦେବାରେ ସ୍ୱାଧୀନତା ସଂଗ୍ରାମୀ ଙ୍କ ଭୂମିକା ବେଶ ଗୁରୁତ୍ୱପୂର୍ଣ ଥିଲା । ବଡ଼ଚଣା ବ୍ଲକର ବହୁ ସଂଗ୍ରାମୀ ଇଂରେଜ ବିରୁଦ୍ଧରେ ଲଢ଼ି ଦେଶ ପାଇଁ ସ୍ୱାଧୀନତା ଆଣିଥିଲେ ।

   Related Posts