oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୪୬ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ଭିଜିବ ପାର୍ବଣ, ନବମୀ ଓ ଦଶମୀରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ସାନଖେମୁଣ୍ଡି: ପାଟପୁର ଥାନାରେ ୧୩୨୫ କିଲୋର ଜବତ ଗଞ୍ଜେଇ ପୋଡିଲା ପୋଲିସ
  • ||
  • UNSCରେ ରୁଷ୍‌ ବିରୋଧରେ ନିନ୍ଦା ପ୍ରସ୍ତାବ ଆଣିଥିଲା ଆମେରିକା, ଭୋଟିଂରୁ ବିରତ ରହିଲା ଭାରତ
  • ||
  • ସାରା ଦେଶରେ ଆରମ୍ଭ ହେଲା 5G ଯୁଗ, ୧୩ ସହରରେ ମିଳିବ ସେବା
  • ||

ବ୍ରିସବେନ୍ ଟେଷ୍ଟ୍ : ଲଞ୍ଚ୍ ବ୍ରେକ୍ ସୁଦ୍ଧା କଙ୍ଗାରୁ ଟିମ୍ ୬୫/୨

15/01/2021 at 8:13 AM

ବ୍ରିସବେନ,୧୫/୦୧:  ଶୁକ୍ରବାରଠାରୁ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଆରମ୍ଭ ହୋଇଛି ଚତୁର୍ଥ ଟେଷ୍ଟ୍ । ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି । ଶେଷ ଖବର ସୁଦ୍ଧା କଙ୍ଗାରୁ ୨ ଓ୍ୱିକେଟ୍ ହରାଇ ୬୫ ରନ୍ କରିଛି ।

ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆକୁ ପ୍ରାରମ୍ଭିକ ଝଟକା ଲାଗିଥିଲା । ଦଳର ସ୍କୋର ୪ ଥିବା ବେଳେ ଡେଭିଡ୍ ଓ୍ୱାର୍ଣ୍ଣର ମାତ୍ର ୧ ରନ୍ କରି ଆଉଟ୍ ହୋଇଥିଲେ । ସେହିପରି ୧୭ ରନରେ ଦଳ ମାର୍କସ୍ ହାରିସଙ୍କ ଓ୍ୱିକେଟ୍ ହରାଇଥିଲା । କ୍ରିଜରେ ଏବେ ମାର୍ଣ୍ଣସ ଲାବୁସେନ ୧୯ ଓ ଷ୍ଟିଭ୍ ସ୍ମିଥ୍ ୩୦ ରନରେ ବ୍ୟାଟିଂ କରୁଛନ୍ତି ।

ଭାରତ ପକ୍ଷରୁ ମହମ୍ମଦ ସିରାଜ ଓ ଶାର୍ଦ୍ଦୁଳ ଠାକୁର ଗୋଟିଏ ଲେଖାଏଁ ଓ୍ୱିକେଟ୍ ନେଇଛନ୍ତି ।

   Related Posts