ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||
  • ରାଜଧାନୀରେ ପୁଣି ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ଅପରାଧି ଜିତୁ ଆହତ
  • ||
  • ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ ପୁଟିନ୍‌ଙ୍କ ବଡ଼ ଘୋଷଣା, କହିଲେ-ବେଲାରୁସ୍‌ରେ ପରମାଣୁ ହତିଆର ନିୟୋଜିତ କରିବ ରୁଷ
  • ||
  • ଭୂମିକମ୍ପ ଝଟକା ଥରିଲା ରାଜସ୍ଥାନ, ବିକାନୋର ଠାରୁ ୫୧୬ କିମି ଦୂରରେ କେନ୍ଦ୍ରସ୍ଥଳ
  • ||

ଭାରତ-ନ୍ୟୁଜିଲାଣ୍ଡ ୨ୟ ଟି-ଟ୍ବେଣ୍ଟି, ଟିମ୍‌ ଇଣ୍ଡିଆ ପାଇଁ ‘କର ବା ମର’ ସ୍ଥିତି…

29/01/2023 at 10:10 AM

ଲକ୍ଷ୍ନୌ ୨୯।୦୧ : ଆଜି ଭାରତ-ନ୍ୟୁଜିଲାଣ୍ଡ ଦ୍ବିତୀୟ ଟି-ଟ୍ବେଣ୍ଟି । ୩ ମ୍ୟାଚ୍ ବିଶିଷ୍ଟ ଟି-ଟ୍ବେଣ୍ଟି ସିରିଜର ଦ୍ୱିତୀୟ ମ୍ୟାଚ ଆଜି ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଇକାନା କ୍ରିକେଟ ଷ୍ଟାଡିୟମରେ ଖେଳାଯିବ।

ପ୍ରଥମ ମ୍ୟାଚ୍ ରେ ପରାଜୟର ସାମ୍ନା କରିଥିବା ଟିମ୍ ଇଣ୍ଡିଆ ପାଇଁ ଏହା ‘କର ବା ମର’ ମୁକାବିଲା ହେବ। ସିରିଜ ବଞ୍ଚାଇବାକୁ ହେଲେ ଏହି ମ୍ୟାଚ୍ କୁ ଭାରତକୁ ଜିତିବାକୁ ପଡ଼ିବ। ଅନ୍ୟପଟେ ମ୍ୟାଚ୍ ଜିତି ସିରିଜ କବଜା କରିବାକୁ ଲକ୍ଷ୍ୟ ରଖିଛି ନ୍ୟୁଜିଲ୍ୟାଣ୍ଡ ।

ତେବେ  ଲକ୍ଷ୍ନୌ ଷ୍ଟାଡିୟମରେ ଏଯାବତ ୫ ଟି୨୦ ଅନ୍ତର୍ଜାତୀୟ ମୁକାବିଲା ଖେଳାଯାଇଛି। ଏଠାରେ ପ୍ରଥମେ ବ୍ୟାଟିଂ କରିଥିବା ଟିମ୍ ସର୍ବଦା ଜିତିଛି। ଏମିତିରେ ମଇଦାନରେ ପ୍ରଥମେ ବ୍ୟାଟିଂ କରୁଥିବା ଟିମ୍ କୁ ଅଧିକ ଲାଭ ମିଳିବ ବୋଲି କୁହାଯାଉଛି।

   Related Posts