ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠମଲ୍ଲିକ: ଦନ୍ତା ହାତୀର ମୃତଦେହ ଠାବ, ଶରୀରରେ ରହିଛି ଅନେକ କ୍ଷତଚିହ୍ନ
  • ||
  • ସମ୍ୱଲପୁର: ଜଳିଗଲା ଘରୋଇ ବସ୍ ନାଗରାଜ୍, ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର
  • ||
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ବାରବାଟୀ ଦିନିକିଆ : ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି

22/12/2019 at 12:42 PM

କଟକ ୨୨।୧୨: ବାରବାଟୀ ଦିନିକିଆରେ ବୋଲିଂ କରିବ ଭାରତ । କଟକ ବାରବାଟୀ ଷ୍ଟାଡିୟମରେ ଖେଳିଯିବାକୁ ଥିବା ଭାରତ-ଓ୍ବେଷ୍ଟଇଣ୍ଡିଜ୍ ତୃତୀୟ ଦିନିକିଆରେ ବୋଲିଂ କରିବ ଭାରତୀୟ ଟିମ୍ । ତୃତୀୟ ଦିନିକିଆରେ ଭାରତ ଟସ୍ ଜିତି ବୋଲିଂ ନିଷ୍ପତ୍ତ ନେଇଛି । ଓ୍ବେଷ୍ଟଇଣ୍ଡିଜ ଟିମ୍‌କୁ ପ୍ରଥମେ ବ୍ୟାଟିଂ କରିବା ପାଇଁ ଆମନ୍ତ୍ରଣ କରିଛି ଭାରତ । ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ତିନି ଟିକିଆ ସିରିଜରେ ଉଭୟ ଟିମ୍ ୧-୧ସ୍ଥିତିରେ ରହିଛନ୍ତି । ଆଜିର ମ୍ୟାଚ ବିଜୟୀ ଦଳ ହିଁ ସିରିଜ ବିଜୟୀ କରିବ ।

   Related Posts