oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

କୁହୁଡି ସାଜିଲା ବାଧକ, ଭୁବନେଶ୍ବର ଏୟାରପୋର୍ଟରେ ଅବତରଣ କରିପାରିଲାନି ଇଣ୍ଡିଗୋ ବିମାନ

21/01/2022 at 10:03 AM

ଭୁବନେଶ୍ବର ୨୧।୧: ଭୁବନେଶ୍ବର ବିମାନ ବନ୍ଦରରେ ଅବତରଣ କରିପାରିଲାନି ଇଣ୍ଡିଗୋ ବିମାନ । କୁହୁଡି ପାଇଁ ଅବତରଣ କରିପାରିନଥିବା ସୂଚନା ମିଳିଛି । ରାୟପୁରକୁ ଇଣ୍ଡିଗୋ ବିମାନଟିକୁ ଡାଇଭର୍ଟ କରାଯାଇଛି । ଦିଲ୍ଲୀରୁ ଭୁବନେଶ୍ବରକୁ ଇଣ୍ଡିଗୋ ବିମାନ ୨୧୭୮ ଆସୁଥିଲା । ଏ ନେଇ ଭୁବନେଶ୍ବର ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି ।

   Related Posts