oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫାଷ୍ଟଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ କଲା ପୋଲିସ୍‌
  • ||
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

କ୍ଷତାକ୍ତ ଅବସ୍ଥାରେ ମାଈ ହରିଣ ଉଦ୍ଧାର

12/05/2021 at 1:07 PM

ପାଟଣା ୧୨।୫: କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜ ମଲ୍ଲୀପଶି ବିଟ୍ ଗୁବୁରାବେଡା ଗ୍ରାମ ନିକଟ ବୃନ୍ଦାବନପୁରରୁ ବୁଧବାର ସକାଳୁ କ୍ଷତାକ୍ତ ଅବସ୍ଥାରେ ଏକ ମାଈ ହରିଣକୁ ଉଦ୍ଧାର କରିଛି ବନ ବିଭାଗ ।

ସୂଚନାଯୋଗ୍ୟ ଯେ, ହରିଣଟି ପାଖ ଜଙ୍ଗଲରୁ ଖାଦ୍ୟ ଅନ୍ବେଷଣ ପାଇଁ ଗାଁ ନିକଟ ସୂର୍ଯ୍ୟମୁଖୀ ବାଡ଼ିକୁ ପଳାଇ ଆସିଥିଲା । ହରିଣଟିକୁ କୁକୁର ଆକ୍ରମଣ କରିଥିବା ଦେଖି ଗ୍ରାମବାସୀ ବନ ବିଭାଗକୁ ଖବର ଦେଇଥିଲେ ଖବର ପାଇ ଘଟଣାସ୍ଥଳରେ ବନ ବିଭାଗ କର୍ମଚାରୀ ପହଞ୍ଚି ହରିଣଟିକୁ ଉଦ୍ଧାର କରିଛନ୍ତି । ହରିଣଟିର ପଛ ଗୋଡ଼ରେ କୁକୁର କାମୁଡିଥିବାରୁ ରେଞ୍ଜ କାର୍ଯ୍ୟାଳୟକୁ ଆଣି ଚିକିତ୍ସା ଚଳାଇଛି ବନ ବିଭାଗ । ସୁସ୍ଥ ହେବା ପରେ ହରିଣକୁ ସଂରକ୍ଷିତ ଜଙ୍ଗଲରେ ଛଡାଯିବ ବୋଲି ବନ ବିଭାଗ ପକ୍ଷରୁ ସୂଚନା ମିଳିଛି ।

   Related Posts