vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ୟୁକ୍ରେନରେ ଋଷର ଘନଘନ ଆକ୍ରମଣ, ଲୁହାଂସ୍କକୁ କବଜା କଲା ପୁଟିନ ସେନା
  • ||
  • ସେୟାର ବଜାରରେ ଉତ୍ସାହ : ଆରମ୍ଭରୁ ସବୁଜ ରଙ୍ଗରେ ଖୋଲିଲା ସେନସେକ୍ସ ଓ ନିଫ୍ଟି
  • ||
  • ‘ଶିବସେନାକୁ ଶେଷ କରିବାକୁ ଚାହୁଁଚି ବିଜେପି’ : ଗୁରୁତର ଅଭିଯୋଗ ଆଣିଲେ ଉଦ୍ଧବ
  • ||
  • କାହିଁକି ମ୍ୟାଚରେ ପଛେଇଗଲା ଭାରତ ? କାରଣ କହିଲେ ବ୍ୟାଟିଂ କୋଚ୍
  • ||
  • ଭୂମିକମ୍ପରେ ଥରିଲା ଆଣ୍ଡାମାନ-ନିକୋବର, ରିକ୍ଟର ସ୍କେଲରେ ତୀବ୍ରତା ୫.୦
  • ||
  • ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷା, ଅଧିକ ଭିଜିବ ଏହି ସବୁ ଜିଲ୍ଲା
  • ||
  • ବୁମରାହଙ୍କ ପଡିଆ ଛାଡିବା ଟିମ୍‌କୁ ପଡିଲା ମହଙ୍ଗା, ଦୁଇଟି ରିଭ୍ୟୁ ବରବାଦ କଲେ ପନ୍ତ
  • ||

କଟକ ଗଡଗଡିଆ ମନ୍ଦିର ନିକଟରେ ଉନ୍ମୋଚିତ ହେଲା ପଦ୍ମଶ୍ରୀ ଡଃ ସଚ୍ଚି ରାଉତରାୟଙ୍କ ବ୍ରୋଞ୍ଜ ନିର୍ମିତ ପ୍ରତିମୂର୍ତ୍ତୀ

1/09/2018 at 2:59 PM

କଟକ ୧|୯: କଟକ ଗଡଗଡିଆ ଘାଟ ମନ୍ଦିର ନିକଟରେ ଉନ୍ମୋଚିତ ହୋଇଛି ସହିତ୍ୟିକ ତଥା ପଦ୍ମଶ୍ରୀ ଡଃ ସଚ୍ଚି ରାଉତରାୟଙ୍କ ପ୍ରତିମୂର୍ତ୍ତୀ । ଏହି ପ୍ରତିମୂର୍ତ୍ତୀକୁ ବ୍ରୋଞ୍ଜରେ ନିର୍ମିତ କରାଯାଇଛି । ରାଜ୍ୟ ସରକାରଙ୍କ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୧୧ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ହୋଇଛି ଏହି ପ୍ରତିମୂର୍ତ୍ତିୀ । ଏହି ଅବସରରେ ସଂସ୍କୃତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଯୋଗଦେଇ ଏହାକୁ ଉନ୍ମୋଚନ କରିଛନ୍ତି । ଭାଷା ସାହିତ୍ୟକୁ ବଞ୍ଚାଇବାରେ ସଚ୍ଚି ରାଉତରାୟଙ୍କର ବେଶ୍ ଅବଦାନ ଥିଲା ବୋଲି କହିଛନ୍ତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା । ଆଗାମୀ ଦିନରେ କଟକରେ ଆହୁରି ଅନେକ ବରପୂତ୍ରଙ୍କ ପ୍ରତିମୂର୍ତ୍ତୀ ସ୍ଥାପନ କରାଯିବ ବୋଲି ସଂସ୍କୃତି ମନ୍ତ୍ରୀ ସୂଚନା ଦେଇଛନ୍ତି ।

   Related Posts