ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: କୋର୍ଟରେ ଜଜ୍‌ଙ୍କୁ ଛୁରାମାଡ ଉଦ୍ୟମ, କାବୁ କଲା ପୋଲିସ
  • ||
  • ଭୁବନେଶ୍ୱର: ICMRର ପରାମର୍ଶ, ସାମାନ୍ୟ ଜ୍ୱର ହେଲେ ଖାଅନି ଆଣ୍ଟିବାୟୋଟିକ୍
  • ||
  • ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ଗୃହରେ ହଙ୍ଗାମା, ଗୃହ ମୁଲତବୀ କଲେ ବାଚସ୍ପତି
  • ||
  • ପଦ୍ମପୁରରେ କେନ୍ଦ୍ରୀୟ ଟିମ୍‌ର ରେଡ୍, ୩ ବ୍ୟବସାୟୀଙ୍କ ଘରେ ଚଢାଉ
  • ||

ଫାଟିଲା IOCL ପାଇପ୍‌ ଲାଇନ, ହଜାର ହଜାର ତେଲ ନଷ୍ଟ

26/05/2022 at 2:04 PM

ପାରାଦୀପ ୨୬।୦୫ : ଫାଟିଲା ପାରାଦୀପ ହଳଦିଆ ପାଇପ ଲାଇନ l ରାସ୍ତା ପାର୍ଶ୍ଵରେ ତେଲର କୃତ୍ରିମ ବନ୍ୟା ସୃଷ୍ଟି ହୋଇଛି l ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ ଓ ପାରାଦୀପ ତୈଳବିଶୋଧନାଗାର କର୍ମଚାରୀ ଉପସ୍ଥିତ ରହି ପାଇପ ଲିକ ବନ୍ଦ କରିବା କାଠିକର ପାଠ ହୋଇପଡିଛି l

ଖବର ଅନୁଯାୟୀ, ପାରାଦୀପ ତୈଳ ବିଶୋଧନାଗାର ଟାଉନସିପ ନିକଟରେ ପାଇପଲାଇନ ଫାଟିଯାଇଛି l ହଳଦିଆ ପୋର୍ଟରୁ ପାରାଦୀପ ତୈଳବିଶୋଧନାଗାରକୁ ଆସୁଥିବା ଅଶୋଧିତ ତୈଳର ପାଇପ ଲାଇନ କୌଣସି କାରଣରୁ ଫାଟିଯାଇଛି । ଯାହାଫଳରେ ଭାରି ମାତ୍ରାରେ ତେଲ ଲିକେଜ ହେବା କାରଣରୁ ଘଟଣା ସ୍ଥଳରେ ରହିଥିବା ପୋଖରୀରେ ତେଲ ମାଡିଯାଇଛି । ଘଟଣାସ୍ଥଳରେ ତେଲର କୃତ୍ରିମ ବନ୍ୟା ସୃଷ୍ଟି ହୋଇଛି l

   Related Posts