vridhi excotica
star kirano
ori homes
vridhi excotica
star kirano
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସେୟାର ବଜାରରେ ଉତ୍ସାହ : ଆରମ୍ଭରୁ ସବୁଜ ରଙ୍ଗରେ ଖୋଲିଲା ସେନସେକ୍ସ ଓ ନିଫ୍ଟି
  • ||
  • ‘ଶିବସେନାକୁ ଶେଷ କରିବାକୁ ଚାହୁଁଚି ବିଜେପି’ : ଗୁରୁତର ଅଭିଯୋଗ ଆଣିଲେ ଉଦ୍ଧବ
  • ||
  • କାହିଁକି ମ୍ୟାଚରେ ପଛେଇଗଲା ଭାରତ ? କାରଣ କହିଲେ ବ୍ୟାଟିଂ କୋଚ୍
  • ||
  • ଭୂମିକମ୍ପରେ ଥରିଲା ଆଣ୍ଡାମାନ-ନିକୋବର, ରିକ୍ଟର ସ୍କେଲରେ ତୀବ୍ରତା ୫.୦
  • ||
  • ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷା, ଅଧିକ ଭିଜିବ ଏହି ସବୁ ଜିଲ୍ଲା
  • ||
  • ବୁମରାହଙ୍କ ପଡିଆ ଛାଡିବା ଟିମ୍‌କୁ ପଡିଲା ମହଙ୍ଗା, ଦୁଇଟି ରିଭ୍ୟୁ ବରବାଦ କଲେ ପନ୍ତ
  • ||

IPL 2022: ଶେଷ ଲିଗ୍ ମ୍ୟାଚରେ ପଞ୍ଜାବକୁ ୧୫୮ ରନ  ଟାର୍ଗେଟ୍ ଦେଲା ହାଇଦ୍ରାବାଦ

22/05/2022 at 9:22 PM

ମୁମ୍ବାଇ: ଚଳିତ ଆଇପିଏଲର ଶେଷ ଲିଗ୍‌ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ୮ ଓ୍ଵିକେଟ୍ ହରାଇ ୧୫୭ ରନ କରିଛି। ନିଜ ଶେଷ ମ୍ୟାଚ୍ ଜିତିବା ପାଇଁ ପଞ୍ଜାବ କିଙ୍ଗ୍ସ ସମ୍ମୁଖରେ ୧୫୮ ରନ ବିଜୟ ଲକ୍ଷ୍ୟ ରହିଛି। ହାଇଦ୍ରାବାଦ ତରଫରୁ ଅଭିଷେକ ଶର୍ମା ସର୍ବାଧିକ ୪୩ ରନ କରିଛନ୍ତି। ରୋମାରିଓ ଶେଫାର୍ଡ ୨୬ ରନ, ଓ୍ଵାଶିଂଟନ ସୁନ୍ଦର ୨୫ ରନ, ଆଡନ ମାରକ୍ରମ ୨୧ ଏବଂ ରାହୁଲ ତ୍ରିପାଠୀ ୨୦ ରନ କରିଛନ୍ତି। କୌଣସି ବ୍ୟାଟସମ୍ୟାନ ବଡ ସ୍କୋର କରିନପାରିବାରୁ ହାଇଦ୍ରାବାଦ ୧୫୭ ରନରେ ସୀମିତ ରହିଛି। ପଞ୍ଜାବ ପକ୍ଷରୁ ହରପ୍ରୀତ ବ୍ରାର ୨୬ ରନ ଦେଇ ୩ ଏବଂ ନାଥନ ଏଲିସ ୪୧ ରନ ଦେଇ ୩ଟି ଓ୍ଵିକେଟ୍ ନେଇଛନ୍ତି।

   Related Posts