ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||
  • ରାଜଧାନୀରେ ପୁଣି ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ଅପରାଧି ଜିତୁ ଆହତ
  • ||
  • ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ ପୁଟିନ୍‌ଙ୍କ ବଡ଼ ଘୋଷଣା, କହିଲେ-ବେଲାରୁସ୍‌ରେ ପରମାଣୁ ହତିଆର ନିୟୋଜିତ କରିବ ରୁଷ
  • ||
  • ଭୂମିକମ୍ପ ଝଟକା ଥରିଲା ରାଜସ୍ଥାନ, ବିକାନୋର ଠାରୁ ୫୧୬ କିମି ଦୂରରେ କେନ୍ଦ୍ରସ୍ଥଳ
  • ||

ଆବାସ ଯୋଜନାରେ ଅନିୟମିତତା, ସରପଞ୍ଚ ଏବଂ ନିର୍ବାହୀ ଅଧିକାରୀଙ୍କୁ ତାଲା ପକାଇଲେ ଗ୍ରାମବାସୀ

26/01/2023 at 7:19 PM

ଅନୁଗୁଳ:  ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ସାନ୍ତରା ପୁର( କ ) ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ଅଭିଯୋଗ। ପ୍ରତିବାଦରେ ପଞ୍ଚାୟତର ସରପଞ୍ଚ,ସମିତିସଭ୍ୟ ଓ ପଂଚାୟତ ନିର୍ବାହୀ ଅଧିକାରୀଙ୍କୁ ପଞ୍ଚାୟତ ଅଫିସରେ  ବନ୍ଦ କରି ତାଲା ପକାଇଲେ ଗ୍ରାମବାସୀ। ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ତାଲିକା ପ୍ରସ୍ତୁତିରେ ବ୍ୟାପକ ଅନିୟମିତତା ଓ ପକ୍ଷପାତିତା କରାଯାଇଛି ବୋଲି ଅଭିଯୋଗ କରିଛନ୍ତି।ପଂଚାୟତ କାର୍ଯ୍ୟାଳୟ ଭିତରେ ସରପଞ୍ଚ,ସମିତି ଓ ପଂଚାୟତ ନିର୍ବାହୀ ଅଧିକାରୀଙ୍କୁ ତାଲା ପକାଇଲେ ପଂଚାୟତବାସୀ। ଦୀର୍ଘ ସମୟ ପରେ ପୋଲିସ ପହଞ୍ଚି ବୁଝା ସୁଝା ପରେ ପରିସ୍ଥିତି ଶାନ୍ତ ପଡିଥିଲା ବୋଲି ଖବର ଆସିଛି।

   Related Posts