oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୪୬ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ଭିଜିବ ପାର୍ବଣ, ନବମୀ ଓ ଦଶମୀରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ସାନଖେମୁଣ୍ଡି: ପାଟପୁର ଥାନାରେ ୧୩୨୫ କିଲୋର ଜବତ ଗଞ୍ଜେଇ ପୋଡିଲା ପୋଲିସ
  • ||
  • UNSCରେ ରୁଷ୍‌ ବିରୋଧରେ ନିନ୍ଦା ପ୍ରସ୍ତାବ ଆଣିଥିଲା ଆମେରିକା, ଭୋଟିଂରୁ ବିରତ ରହିଲା ଭାରତ
  • ||
  • ସାରା ଦେଶରେ ଆରମ୍ଭ ହେଲା 5G ଯୁଗ, ୧୩ ସହରରେ ମିଳିବ ସେବା
  • ||

ଏପ୍ରିଲ୍‌ ୨୮ରୁ ରାଜ୍ୟର ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି, ଜାରି ରହିବ ପରୀକ୍ଷା

27/04/2022 at 5:35 PM

ଭୁବନେଶ୍ୱର, ୨୭/୦୪: ରାଜ୍ୟରେ ଦିନକୁ ଦିନ ଖରାର ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଠାରୁ ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରାଯାଇଛି । ୨୮ ଏପ୍ରିଲ୍‌ରୁ ମେ ୨ ତାରିଖ ଯାଏଁ ସବୁ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି ନେଇ ଘୋଷଣା ହୋଇଛି । କ୍ଲାସ୍‌ ବନ୍ଦ ରହିଥିଲେ ମଧ୍ୟ ଏହି ସମୟ ମଧ୍ୟରେ ହେବାକୁ ଥିବା ପରୀକ୍ଷା ଚାଲୁ ରହିବ । ଏନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ସୂଚନା ଦେଇଛି ।

   Related Posts