Hari omm 2
hari om films
AKK 2023
AKK2023
HARI-OMM_728X90_B
Showcase2022
hari om films
WEB_F-8
WEB_F-9
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକ ।। ଭୁବନେଶ୍ୱର ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ।। ରବିବାର ପୂର୍ବାହ୍ନରେ ବ୍ରଜରାଜନଗର ଗାନ୍ଧିଛକ ନିକଟରେ ହୋଇଥିଲା ଗୁଳିମାଡ।। ଏସଆଇଙ୍କ ଗୁଳିରେ ଗୁରୁତର ଆହତ ହୋଇଥିଲେ ନବ ଦାସ
  • ||
  • ସାଲେପୁର : ପାରିବାରିକ କଳହର କରୁଣ ପରିଣତି, ସ୍ୱାମୀକୁ କିରୋସିନି ଢାଳି ଜାଳିଦେଲା ସ୍ତ୍ରୀ
  • ||
  • ଭୂକମ୍ପରେ ଥରିଲା ଇରାନ : ୭ ମୃତ, ୪୪୦ରୁ ଅଧିକ ଆହତ
  • ||

ସରିଲା ଅବଧି, ପୁଣିଥରେ ରିମାଣ୍ଡରେ ନେବାକୁ ଆବେଦନ କରିପାରେ ଇଡି

23/12/2022 at 11:39 AM

ଭୁବନେଶ୍ୱର ୨୩/୧୨: ବ୍ଲାକମେଲର କୁଇନ ଅର୍ଚ୍ଚନା ନାଗ ଗିରଫ୍ ମାମଲା । ଶେଷ ହେଲା ଅର୍ଚ୍ଚନାଙ୍କ ସ୍ଵାମୀ ଜଗବନ୍ଧୁଙ୍କ ରିମାଣ୍ଡ ଅବଧି । ଆଜି ଜଗବନ୍ଧୁଙ୍କୁ କୋର୍ଟରେ ହାଜର କରିବ ଇଡି । କୋର୍ଟରେ ହାଜର ପରେ ପୁଣିଥରେ ରିମାଣ୍ଡରେ ନେବାକୁ ଆବେଦନ କରିବ ଇଡି ।

ସକାଳୁ ଜଗବନ୍ଧୁଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ଇଡି କାର୍ଯ୍ୟାଳୟରେ କରାଯାଇଛି । କଡା ସୁରକ୍ଷା ମଧ୍ୟରେ ଜଗବନ୍ଧୁଙ୍କୁ କୋର୍ଟରେ ହାଜର କରାଯିବ ।

ଖବର ଅନୁଯାୟୀ, ନାଗ ଦମ୍ପତ୍ତିଙ୍କ ବେଆଇନ ଆର୍ଥିକ କାରବାର ନେଇ ଖୋଳତାଡ଼ କରୁଛି ଇଡି । ଏହିକ୍ରମରେ ଉଭୟ ସ୍ୱାମୀ-ସ୍ତ୍ରୀଙ୍କୁ ରିମାଣ୍ଡରେ ନେବା ପାଇଁ ଆବେଦନ କରିଥିଲେ ଇଡି ।

   Related Posts