Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଉ କିଛି ଦିନ ପରେ ସାଜିଥାନ୍ତେ ବରଗଡ଼ ଧନୁଯାତ୍ରାର ବଳରାମ, ତା ଆଗରୁ ଦୁନିଆ ଛାଡ଼ି ଚାଲିଗଲେ ଶ୍ରେୟସ
  • ||
  • ଜାଡ଼ରେ ଥରୁଛି କନ୍ଧମାଳ: ଫୁଲବାଣୀରେ ୬.୬ ଡିଗ୍ରୀ, ଦାରିଙ୍ଗବାଡିରେ ୮.୫ ଡିଗ୍ରୀ ସେଲସିୟସ
  • ||
  • ମହିଳା ପ୍ରଦର୍ଶନକାରୀଙ୍କ ସ୍ତନ ଏବଂ ଗୁପ୍ତାଙ୍ଗକୁ ଗୁଳି କରୁଛନ୍ତି ଇରାନୀ ସେନା, ଖୁଲାସା କଲେ ଡାକ୍ତର
  • ||
  • ସିନ୍ଧେକେଲା ଥାନା ଆଇଆଇସି ଗିରଫ, ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ
  • ||
  • ଧର୍ମଗଡ: ଭାରସାମ୍ୟ ହରାଇ ଗଛରେ ପିଟିଲା ମିନିଟ୍ରକ, ଦୁର୍ଘଟଣାରେ ଜଣେ ମୃତ
  • ||
  • ଜାଡ଼ରେ ଥରୁଛି ରାଜ୍ୟ, କୋରାପୁଟରେ ତଳକୁ ଖସିଲା ପାରଦ
  • ||
  • ମୋହନା: ଗୋଷ୍ଠୀ କେନ୍ଦ୍ର ପଛପଟେ ପଡ଼ିଛି କୁଢ଼ କୁଢ଼ ଔଷଧ, ବୈଧତା ଥାଇ ବି ଫୋପାଡିଦେଲେ
  • ||
  • ପାଟଣା ରେଞ୍ଜରେ ଘୁରି ବୁଲୁଛନ୍ତି ହାତୀପଲ, ଧାନ ଫସଲ ନଷ୍ଟ ସହ ଖାଇଗଲେ ଶହ ଶହ ଧାନ ବିଡା
  • ||
  • ନିଶ୍ଚିତକୋଇଲି: ବିଳମ୍ବିତ ରାତିରେ ମାତିଲେ ଡକାୟତ, ଚୋରି କରିବାକୁ ଆସି ନେଇଗଲେ ଜୀବନ
  • ||

ବାଙ୍ଗର ଜେଲରେ କଏଦୀର ଆତ୍ମହତ୍ୟା, ଗାମୁଛା ଲଗାଇ ବାଥରୁମରେ ଝୁଲିପଡିଲେ

12/08/2022 at 3:05 PM

ପୁରୀ ୧୨/୦୮: ବାଙ୍ଗର ଜେଲରେ କଏଦୀର ଆତ୍ମହତ୍ୟା । ମୃତ ଯୁବକ ଜଣକ ହେଉଛି ବ୍ରହ୍ମଗିରି ଥାନା ଅନ୍ତର୍ଗତ ଶିଶାପୁର ଗ୍ରାମର ବିଶ୍ବନାଥ ବାରିକ । ବେକରେ ଗାମୁଛା ଲଗାଇ ବାଥରୁମ୍ ଘରେ ଆତ୍ମହତ୍ୟା କରିଥିବା ସୂଚନା ।

ମୃତ ବିଶ୍ବନାଥ ବ୍ରହ୍ମଗିରି ଅଞ୍ଚଳରେ ବଳାତ୍କାର କରିଥିବା ବେଳେ ଜେଲରେ ଥିଲା । ତେବେ ଷ୍ଟାଫ ଅଭାବ ହେତୁ ଏପରି କଏଦୀ କଏଦୀ ଜଣେ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି । ଏବେ ଜେଲରେ ୨୦ ଜଣ ଷ୍ଟାଫକୁ , ୬୪୦ରୁ ଅଧିକ କଏଦୀ ଅଛନ୍ତି । ୮ଟି କଏଦୀକୁ ଜଣେ ଷ୍ଟାଫ୍ ଆବଶ୍ୟକ । ଷ୍ଟାଫ୍ ଅଭାବ ଯୋଗୁଁ ଏଭଳି ଘଟଣା ଘଟିଛି।

   Related Posts