Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଭୁବନେଶ୍ବର : ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ପଛରେ ରହିଛି ସୁଚିନ୍ତିତ ଷଡ଼ଯନ୍ତ୍ର : ନରସିଂହ ମିଶ୍ର
  • ||
  • ରାହୁଲଙ୍କ ସଦସ୍ୟତା ରଦ୍ଦ ପ୍ରସଙ୍ଗରେ କଳା ଡ୍ରେସ୍ ପିନ୍ଧି କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ
  • ||
  • ଆଉ ୧୦ ଜିଲ୍ଲାରେ ଭର୍ଚୁଆଲ୍‌ ହାଇକୋର୍ଟ, ଘୋଷଣା କଲେ ହାଇକୋର୍ଟ ମୁଖ୍ୟ ବିଚାରପତି
  • ||
  • ଭୁବନେଶ୍ୱର : ୧୩ ଜିଲ୍ଲାରେ ବର୍ଷିବ, ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ରାଉରକେଲାରେ ହାଇଓ୍ୱାକୁ ପିଟିଲା ବସ୍‌ : ୨ ମୃତ, ୨୫ ଆହତ
  • ||

ଯାଜପୁରର ପ୍ରସିଦ୍ଧ ବାରୁଣୀ ସ୍ନାନ, ବୁଡ ପକାଇଲେ ଶହ ଶହ ଶ୍ରଦ୍ଧାଳୁ

19/03/2023 at 9:15 AM

ଯାଜପୁର ୧୯।୦୩ :  ଆଜି ଯାଜପୁରର ପ୍ରସିଦ୍ଧ ବାରୁଣୀ ସ୍ନାନ । ବୈତରଣୀ ନଦୀର ଦଶାଶ୍ୱମେଧ ଘାଟରେ ପ୍ରତ୍ୟେକ ବର୍ଷ ପବିତ୍ର ବାରୁଣୀ ସ୍ନାନ ସହ ବାରୁଣୀ ମେଳା ଅନୁଷ୍ଠିତ ହୁଏ । ଏଥିଲାଗି ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

ଖବର ଅନୁଯାୟୀ, କରୋନା ମହାମାରୀ ପାଇଁ ବାରୁଣୀ ସ୍ନାନ ବନ୍ଦ ଦୀର୍ଘ ୨ବର୍ଷ ହେଲା ବନ୍ଦ ଥିଲା। ଚଳିତ ବର୍ଷ ବାରୁଣୀ ସାନ୍ନ ହେଉଛି । ଭୋରରୁ ଶହ ଶହ ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି । ବିଶ୍ବାସ ରହିଛି ଏହି ଦିନରେ ଏଠାରେ ପିଣ୍ଡ ଦାନ କଲେ ପିତୃ ପୁରୁଷ ମୋକ୍ଷ ପାପ୍ତି ହୋଇ ଥାଆନ୍ତି । ସେଥିପାଇଁ ଧାଇଁ ଆସିଛନ୍ତି ହଜାର ହଜାର ଶ୍ରଦ୍ଧାଳୁ ।

ତେବେ ଶାନ୍ତି ଶୃଙ୍ଖଳାରେ ବୁଡ଼ ପକାଇବା ପାଇଁ ମୁତୟନ ହୋଇଛନ୍ତି ୫ ପ୍ଲାଟୁନ ପୋଲିସ ଫୋର୍ସ । ଟ୍ରାଫିକ ବ୍ୟବସ୍ଥା ସହ ଅଗ୍ନିଶମ ବିଭାଗ ନିୟୋଜିତ କରାଯାଇଛି ।

   Related Posts