Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ରାହୁଲ ଗାନ୍ଧୀଙ୍କୁ ଅଯୋଗ୍ୟ ଘୋଷଣା କରିବା ପ୍ରତିବାଦରେ ବିକ୍ଷୋଭ କରୁଥିଲେ କଂଗ୍ରେସ ନେତା; ଉଠାଇନେଲା ଦିଲ୍ଲୀ ପୁଲିସ
  • ||
  • ଭାରତରେ ସମସ୍ତ ଇଞ୍ଜିନିୟରିଂ ଟିମ୍‌କୁ ଛଟେଇ କଲା GitHub; ୧୪୦ ଇଞ୍ଜିନିୟର ହେବେ ପ୍ରଭାବିତ
  • ||
  • ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ସୂଚନା; ୟୁକ୍ରେନ୍ ଫେରନ୍ତା ଡାକ୍ତରୀ ଛାତ୍ରଙ୍କୁ MBBS ପରୀକ୍ଷା ପାସ୍ କରିବାକୁ ମିଳିବ ଥରେ ସୁଯୋଗ, ଦୁଇ ବର୍ଷ ଇଣ୍ଟର୍ଣ୍ଣସିପ୍ ବାଧ୍ୟତାମୁଳକ
  • ||
  • ଭଦ୍ରକ: ଶ୍ରୀରାମନବମି ପାଇଁ ମହିଳା ଶ୍ରଦ୍ଧାଳୁଙ୍କ ବିଶାଳ କଳଶ ଶୋଭାଯାତ୍ରା
  • ||
  • ପାଟଣା: ଅଟେଇ ସଂରକ୍ଷିତ ଜଙ୍ଗଲରୁ ଧରାପଡ଼ିଲେ ଧନୁତୀରଧାରୀ ୯ ଶୀକାରି
  • ||
  • ମେକ୍ସିକୋରେ ପ୍ରବାସୀ ଥଇଥାନ କେନ୍ଦ୍ରରେ ଭୟଙ୍କର ଅଗ୍ନିକାଣ୍ଡ; ୩୯ ମୃତ, ଏକାଧିକ ଆହତ
  • ||
  • ସୁନ୍ଦରଗଡ : ଆୟକର ଫାଙ୍କିବା ଅଭିଯୋଗ, ସୁନ୍ଦରଗଡ ସହରର ବିଭିନ୍ନ ସ୍ଥାନରେ ଚଢାଉ
  • ||
  • ବାଲେଶ୍ବର : ଅନ୍ବେଷା ଇନ୍ ଚିଟ୍ ଫଣ୍ଡ ମାମଲା : ଡାଇରେକ୍ଟରଙ୍କୁ ୫ବର୍ଷ ଓ ଅନ୍ୟ ୨ଜଣଙ୍କୁ ୩ ବର୍ଷ ଜେଲ୍ ଦଣ୍ଡ
  • ||
  • ବଢ଼ିଲା ପାନ୍‌-ଆଧାର ଲିଙ୍କ ଅବଧି, ଏତିକି ସମୟ ଦେଲେ କେନ୍ଦ୍ର ସରକାର
  • ||
  • ଆନନ୍ଦପୁର: ଟଙ୍କା ନେଣଦେଣକୁ ନେଇ ମହିଳାଙ୍କୁ ସଂଘବଦ୍ଧ ଆକ୍ରମଣ
  • ||

ପ୍ରକାଶ ପାଇଛି ଯାଜପୁର ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ରେଜଲ୍ଟ

25/05/2018 at 1:47 PM

ଯାଜପୁର ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ତିନି କଳା, ବାଣିଜ୍ୟ, ବିଜ୍ଞାନ ବିଭାଗର ପରୀକ୍ଷାଫଳ ପ୍ରକାଶ କଲେ ଅଧ୍ୟକ୍ଷ । ଏହି ବର୍ଷ ମହାବିଦ୍ୟାଳୟରେ ତିନୋଟି ବିଭାଗରୁ ମୋଟ ୭୩୫ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ସେଥିରୁ ମୋଟ ୬୫୭ ଜଣ ପରିକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବାବେଳେ କଳାର ପାଶ୍ ହାର ସର୍ବୋଚ୍ଚ ଶତକଡା ୯୨.୦୯ ଥିଲାବେଳେ ,ତା ତଳକୁ ବିଜ୍ଞାନ ରେ ୮୯.୨୧ ଓ ବାଣିଜ୍ୟରେ ୮୭.୦୫ ହୋଇଥିଲା । ଏହି ବର୍ଷ ପରୀକ୍ଷାରେ ଛାତ୍ରୀମାନେ ଛାତ୍ରମାନଙ୍କ ଠାରୁ ଭଲ ରେଜଲ୍ଟ କରିଛନ୍ତି । ମହାବିଦ୍ୟାଳୟରେ ୨୧୦୩ ନମ୍ବର ରଖି ବେଷ୍ଟ ଗ୍ରାଡୁଏଟ ହୋଇଛନ୍ତି ଏ÷÷ଏୈଶ୍ବର୍ଯ୍ୟା ବି ଆଚାର୍ଯ୍ୟ ଯାହାଙ୍କର ସିଜିପିଏ ୯.୩ ଥିଲାବେଳେ ବାଣିଜ୍ୟରେ ଚାନ୍ଦିନୀ ଶର୍ମା ୧୯୨୪ ନମ୍ବର ରଖି ବାଣିଜ୍ୟ ବିଭାଗରେ ପ୍ରଥମ ହୋଇଥିଲାବେଳେ , କଳା ବିଭାଗରୁ ୧୯୭୦ ନମ୍ବର ରଖି ପ୍ରଭାତ କୁମାର ଆଚାର୍ଯ୍ୟ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ମହାବିଦ୍ୟାଳୟର ସମସ୍ତ କୃତି ଛାତ୍ରଛାତ୍ରୀ ଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ମହାବିଦ୍ୟାଳୟ ତରଫରୁ ଅଧକ୍ଷ୍ୟ ହେମନ୍ତ କୁମାର ରାଉତ ।

Leave a Reply

   Related Posts