oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ୩୦ ସୁଦ୍ଧା ଘର ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩୧ କୋଭିଡ୍ ପଜିଟିଭ୍
  • ||
  • ମୁମ୍ଵାଇ : ଠକେଇର ଶିକାର ହେଲେ ଅନ୍ନୁ କପୁର, KYC ଅପଡେଟ୍ ବାହାନାରେ ଲୁଟି ନେଲେ ୪.୩୬ ଲକ୍ଷ ଟଙ୍କା
  • ||
  • ଲମତାପୁଟ : ରାଜ୍ୟ ବାହାରକୁ ହେଉଥିଲା ଚାଲାଣ, ଚେକିଂ ବେଳେ କାର୍‌ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ
  • ||
  • ଭୁବନେଶ୍ୱର : ରାଜଧାନୀର ବିଭିନ୍ନ ବାର୍‌ରେ ରେଡ୍‌, କଟକଣା ପରେ ବି ମାନୁନଥିଲେ ମାଲିକ
  • ||
  • ଇଣ୍ଡୋନେସିଆ : ରକ୍ତ ରଞ୍ଜିତ ହେଲା ଖେଳ ପଡ଼ିଆ; ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ଦଙ୍ଗା, ୧୨୭ ମୃତ, ଏକାଧିକ ଆହତ
  • ||

ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା : ସରପଞ୍ଚ ପ୍ରାର୍ଥୀପତ୍ର ବିବାଦକୁ ନେଇ ଜାଳି ଦେଲେ ଧାନ ଗଦା

22/01/2022 at 9:13 AM

ଆଠଗଡ,୨୨/୦୧: ପଞ୍ଚାୟତ ନିର୍ବାଚନ ପୂର୍ବରୁ ଗରମ ହେଉଛି ରାଜନୀତି । ଏପରିକି ନିର୍ବାଚନୀ ହିଂସା ମଧ୍ୟ ଦେଖିବାକୁ ମିଳିଲାଣି ।କଟକ ଜିଲ୍ଲା ତିଗିରିଆ ବ୍ଲକ୍ ଅନ୍ତର୍ଗତ ଅଚଳ କୋଟ ଗ୍ରାମରେ ସରପଞ୍ଚ ପ୍ରାର୍ଥୀପତ୍ର ଦାଖଲକୁ ନେଇ ଧାନ ଗଦାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ ।

ସୂଚନାନୁସାରେ,  ଶୁକ୍ରବାର ଅଚଳ କୋଟ ପଞ୍ଚାୟତ ସରପଞ୍ଚ ପ୍ରାର୍ଥୀପତ୍ରକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ମନୋ ମାଳିନ୍ୟ ଦେଖିବାକୁ ମିଳିଥିଲା। ଉଭୟ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ । ଯାହା ଫଳରେ ବିଳମ୍ବିତ ରାତିରେ ଗୋଟିଏ ଗୋଷ୍ଠୀ ଅନ୍ୟ ଗୋଷ୍ଠୀର ଧାନ ଗଦାରେ ନିଆଁ ଲଗାଇ ଦେଇଥିଲେ ।

ପ୍ରତିହିଂସା ପରାୟଣ ହୋଇ ଅପର ଗୋଷ୍ଠୀ ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି । ଏଥିରେ ପାଖାପାଖି ୮୦ କୁଇଣ୍ଟାଲରୁ ଉର୍ଦ୍ଧ୍ୱ  ଅମଳ ହେବାକୁ ଥିବା ଧାନ ପୋଡ଼ି ଜଳି ନଷ୍ଟ ହୋଇଯାଇଛି । ଖବର ପାଇ ଅଗ୍ନିଶମ ବାହିନୀ ସକାଳେ ଗ୍ରାମରେ ପହଁଚି ନିଆଁକୁ ଆୟତ୍ତ କରିଛି ।

   Related Posts