ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ଜମିବାଡ଼ି ବିବାଦରୁ ଗୋଷ୍ଠି ସଂଘର୍ଷ; ଜଣେ ମୃତ ଚାରି ଆହତ

28/05/2022 at 7:19 PM

ମହାକାଳପଡ଼ା ୨୮/୦୫ : ଜମିବାଡ଼ି ବିବାଦରୁ ଗୋଷ୍ଠି ସଂଘର୍ଷ ହୋଇଥିବା ଦେଖାଯାଇଛି । ଏହି ସଂଘର୍ଷରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ଜଣ ଆହତ ହୋଇଛନ୍ତି । ଏପରି ଅଭାବନୀୟ ଘଟଣା ମହାକାଳପଡ଼ାରେ ଥିବା ପଡ଼ାଗୟାସପୁରରେ ଦେଖିବାକୁ ମିଳିଛି । ମୃତକଙ୍କ ପରିଚୟ ଦିଲ୍ଲୀପ ପଣ୍ଡା ବୋଲି ଜଣା ପଡ଼ିଛି । ଘଟଣାସ୍ଥଳରେ  ମହାକାଳପଡ଼ା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts