LIFESTYLE
suno sunao
Aao Nxt
LIFESTYLE_728X90_B
suno sunao
AAo728x90 (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ଜାମ୍ମୁ-କାଶ୍ମୀରରେ ସୁରକ୍ଷା କର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ ; ୩ ଆତଙ୍କୀ ନିହତ

5/05/2018 at 10:10 AM

ଜାମ୍ମୁ-କାଶ୍ମୀର ଛତ୍ତାବଲ ଅଞ୍ଚଳରେ ସୁରକ୍ଷା କର୍ମୀଙ୍କ ଗୁଳିରେ ୩ ଆତଙ୍କୀ ନିହତ | ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ଗୁଳି ବିନିମୟ ବେଳେ ଜଣେ ସାଧାରଣ ଲୋକଙ୍କ ମଧ୍ୟ ମୃତ୍ୟୁ ହୋଇଛି | ୨ ଜଣା ଯବାନ ଓ ଜଣେ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ୩ ଆତଙ୍କୀଙ୍କ ମୃତ୍ୟୁ ହେବ ପରେ ସ୍ଥାନୀୟ ଅଂଚଳରେ ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି | ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

Leave a Reply

   Related Posts