vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ୟୁକ୍ରେନରେ ଋଷର ଘନଘନ ଆକ୍ରମଣ, ଲୁହାଂସ୍କକୁ କବଜା କଲା ପୁଟିନ ସେନା
  • ||
  • ସେୟାର ବଜାରରେ ଉତ୍ସାହ : ଆରମ୍ଭରୁ ସବୁଜ ରଙ୍ଗରେ ଖୋଲିଲା ସେନସେକ୍ସ ଓ ନିଫ୍ଟି
  • ||
  • ‘ଶିବସେନାକୁ ଶେଷ କରିବାକୁ ଚାହୁଁଚି ବିଜେପି’ : ଗୁରୁତର ଅଭିଯୋଗ ଆଣିଲେ ଉଦ୍ଧବ
  • ||
  • କାହିଁକି ମ୍ୟାଚରେ ପଛେଇଗଲା ଭାରତ ? କାରଣ କହିଲେ ବ୍ୟାଟିଂ କୋଚ୍
  • ||
  • ଭୂମିକମ୍ପରେ ଥରିଲା ଆଣ୍ଡାମାନ-ନିକୋବର, ରିକ୍ଟର ସ୍କେଲରେ ତୀବ୍ରତା ୫.୦
  • ||
  • ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷା, ଅଧିକ ଭିଜିବ ଏହି ସବୁ ଜିଲ୍ଲା
  • ||
  • ବୁମରାହଙ୍କ ପଡିଆ ଛାଡିବା ଟିମ୍‌କୁ ପଡିଲା ମହଙ୍ଗା, ଦୁଇଟି ରିଭ୍ୟୁ ବରବାଦ କଲେ ପନ୍ତ
  • ||

ଜିଲ୍ଲାପାଳଙ୍କ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ, ଅନେକ ସମସ୍ୟାର ହେଲା ସମାଧାନ

17/05/2022 at 2:48 PM

ଚଣ୍ଡିଖୋଲ ୧୭।୦୫: ଜିଲ୍ଲାପାଳଙ୍କ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ । ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ ପରିସରରେ ଏହି ଶିବିର ଅନୁଷ୍ଠିତ ହୋଇଯାଇଛି ।

ତେବେ ଆଜିର ଏହି ଶିବିରରେ ଯାଜପୁର ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋଡ଼, ଏଡିଏମ୍‌ ଅକ୍ଷୟ କୁମାର ମଲ୍ଲିକ, ଯାଜପୁର ଏସ୍‌ପି ରାହୁଲ ପିଆର୍‌ ଯୋଗଦେଇଥିଲେ । ଏହାସହିତ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ସଂପର୍କରେ ବୁଝିଥିଲେ । ତେବେ ସମସ୍ତ ଅଭିଯୋଗ ଶୁଣିବା ପରେ ଖୁବଶୀଘ୍ର ସମସ୍ତ ସମସ୍ୟାର ସମାଧାନ କରିବାକୁ ପ୍ରତିଶୃତି ମଧ୍ୟ ଦେଇଥିଲେ । ଏପିରିକି କିଛି ସମସ୍ୟାର ସମାଧାନ ମଧ୍ୟ କରିଥିଲେ ।

   Related Posts