ଜିଲ୍ଲାପାଳଙ୍କ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ, ଅନେକ ସମସ୍ୟାର ହେଲା ସମାଧାନ
17/05/2022 at 2:48 PM

ଚଣ୍ଡିଖୋଲ ୧୭।୦୫: ଜିଲ୍ଲାପାଳଙ୍କ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ । ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ ପରିସରରେ ଏହି ଶିବିର ଅନୁଷ୍ଠିତ ହୋଇଯାଇଛି ।

ତେବେ ଆଜିର ଏହି ଶିବିରରେ ଯାଜପୁର ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋଡ଼, ଏଡିଏମ୍ ଅକ୍ଷୟ କୁମାର ମଲ୍ଲିକ, ଯାଜପୁର ଏସ୍ପି ରାହୁଲ ପିଆର୍ ଯୋଗଦେଇଥିଲେ । ଏହାସହିତ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ସଂପର୍କରେ ବୁଝିଥିଲେ । ତେବେ ସମସ୍ତ ଅଭିଯୋଗ ଶୁଣିବା ପରେ ଖୁବଶୀଘ୍ର ସମସ୍ତ ସମସ୍ୟାର ସମାଧାନ କରିବାକୁ ପ୍ରତିଶୃତି ମଧ୍ୟ ଦେଇଥିଲେ । ଏପିରିକି କିଛି ସମସ୍ୟାର ସମାଧାନ ମଧ୍ୟ କରିଥିଲେ ।
Related Posts
ବିପୁଳ ପରିମାଣର ଗଞ୍ଜେଇ ଜବତ; ୪ ଚୋରା ଚାଲାଣକାରୀ ଗିରଫ
5 July 2022