ପବିତ୍ର ଜନ୍ମାଷ୍ଟମୀ, ଧରାବତଣ କରିବେ ପ୍ରଭୁ ଶ୍ରୀକୃଷ୍ଣ ; ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ ୦୬।୦୯ : ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ବା ଜନ୍ମାଷ୍ଟମୀ । ଏହି ତିଥିରେ ଧରାବତଣ କରିବେ ପ୍ରଭୁ ଶ୍ରୀକୃଷ୍ଣ । ସେଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି। ସଂନ୍ଧ୍ୟାଧୂପ ଶେଷ ହେବାପରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଅନୁଷ୍ଠିତ ହେବ। ଖବର ଅନୁଯାୟୀ, ମଙ୍ଗଳବାର ପ୍ରସବ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ଯେଉଡ ଭୋଗ ସହ ଗର୍ଭଉଦକ ବନ୍ଦାପନା କରାଯାଇଥିଲା । ବୁଧବାର ମହାଜନ ସେବକଙ୍କ ଦ୍ଵାରା ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ। … Continue reading ପବିତ୍ର ଜନ୍ମାଷ୍ଟମୀ, ଧରାବତଣ କରିବେ ପ୍ରଭୁ ଶ୍ରୀକୃଷ୍ଣ ; ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି