ଲୁଗା ଦୋକାନରେ ଅଗ୍ନିକାଣ୍ଡ; ଲକ୍ଷାଧିକ ଟଙ୍କାର କପଡ଼ା ନଷ୍ଟ
3/01/2023 at 5:14 PM

ଜଟଣୀ ୦୩/୦୧: ଏଚକେ ଟେକ୍ସଟାଇଲ୍ ଲୁଗା ଦୋକାନରେ ନିଆଁ ଲାଗିଥିବା ଜଣାପଡ଼ିଛି। ଫଳରେ ଲକ୍ଷାଧିକ ଟଙ୍କାର ଲୁଗା ଜଳିପୋଡ଼ି ନଷ୍ଟ ହୋଇଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପକ୍ଷରୁ ନିଆଁ ଲିଭାଇବା ପାଇଁ ଚେଷ୍ଟା ଜାରିରହିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି କିନ୍ତୁ ସର୍ଟ ସର୍କିଟ୍ରୁ ଏପରି ହୋଇଥିବା ସନ୍ଦେହ କରାଯାଉଛି।
Related Posts
ଦୁଇ ବାଇକ୍ ଧକ୍କା; ୨ ମୃତ ୩ ଗୁରୁତର
28 January 2023
ନାବାଳିକା ଦୁଷ୍କର୍ମକାରୀଙ୍କୁ ୨୦ ବର୍ଷ କାରାଦଣ୍ଡ ଦେଲେ ଅଦାଲତ
28 January 2023