suno sunao
suno sunao
suno sunao
suno sunao
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ବାଙ୍କୀ : ପଶ୍ଚିମା ଝଡ ପ୍ରଭାବ : ଭୁଶୁଡ଼ିଲା ବାଙ୍କୀ ସ୍ଵୟଂ ଶାସିତ ମହାବିଦ୍ୟାଳୟର ନବନିର୍ମିତ ଦର୍ଶକ ଗ୍ୟାଲେରୀ
  • ||
  • ଭୁବନେଶ୍ବର : ମେଟ୍ରୋ ଟ୍ରେନ୍ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ପ୍ରଥମ ପର୍ଯ୍ୟାୟରେ ଏୟାରପୋର୍ଟରୁ ତ୍ରିଶୁଳିଆକୁ ଗଡିବ
  • ||
  • ଭୁବନେଶ୍ବର : ଉତ୍କଳ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ
  • ||
  • ପୁରୀ : ପୁରୀରେ ଦୁର୍ବୃତ୍ତଙ୍କ ଆତଙ୍କରାଜ : ବାଇକ୍‌ରେ ନିଆଁ ଲଗାଇଦେଲେ
  • ||
  • ବାଲିପାଟଣା : ‘ମୋ ପରିବାରର ମୋତେ ମାରିବାକୁ ଚେଷ୍ଟା କରୁଛନ୍ତି…’ ଏମିତି କିଛି ଭିଡିଓରେ କହି ଆତ୍ମହତ୍ୟା କଲେ ଯୁବକ !
  • ||
  • ୮୮ ତମ ପ୍ରତିଷ୍ଠା ଦିବସ ପାଳନ କରୁଛି ଓଡ଼ିଶା, ୧୯୩୬ରେ ଗଠନ ହୋଇଥିଲା ପ୍ରଥମ ଭାଷା ଭିତିକ ରାଜ୍ୟ
  • ||
  • ସୋର : ଦୁଇ ଦୁର୍ଘଟଣାରେ ୩ ଜଣ ଆହତ, ଉତ୍ତ୍ୟକ୍ତଲୋକଙ୍କ ରାସ୍ତାରୋକ
  • ||
  • କରଞ୍ଜିଆ : ଜଙ୍ଗଲରୁ ଗାଁକୁ ଚାଲିଆସିଥିଲା ହରିଣ, ଝୁଣି ମାରିଦେଲେ କୁକୁର ପଲ
  • ||
  • ବଲାଙ୍ଗୀର : ବଲାଙ୍ଗିର ଜାଲ୍ ସାର୍ଟିଫିକେଟ୍ ମାମଲାର ତଦନ୍ତ ଭାର ନେଲା କ୍ରାଇମବ୍ରାଞ୍ଚ, ଗଠନ ହେଲା ୨ଟି ଟିମ୍
  • ||
  • ପଶ୍ଚିମାଝଡର ପ୍ରଭାବ: ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ଅସରାଏ ବର୍ଷାରେ ଭିଜିଲା ଟ୍ୱିନସିଟି
  • ||

ଜୟପୁର ରକ୍ତଭଣ୍ଡାରରେ ରୋଗୀଙ୍କୁ ଶୋଷଣ ଘଟଣାର ତଦନ୍ତ ନିର୍ଦ୍ଦେଶ

25/05/2018 at 6:34 AM

ଜୟପୁର ରକ୍ତଭଣ୍ଡାରରେ ରୋଗୀଙ୍କୁ ଶୋଷଣ ଘଟଣାର ତଦନ୍ତ ନିର୍ଦ୍ଦେଶ । ଚଢଆ ଦାମ୍ ରେ ରୋଗୀଙ୍କୁ ରକ୍ତ ବିକ୍ରି ଅଭିଯୋଗର ତଦନ୍ତ ଲାଗି ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ । ଏସ୍ ଡିଏମଓଙ୍କୁ ଏହି ଘଟଣାର ତଦନ୍ତ କରି ରିପୋର୍ଟ ଦେବାକୁ କୁହାଯାଇଛି । ଜୟପୁର ରକ୍ତ ଭଣ୍ଡାରରେ ଅନିୟମିତତା ଏବଂ ରୋଗୀ ଶୋଷଣ ନେଇ ନ୍ୟୁଜ ୭ରେ ଖବର ପ୍ରସାରଣ ହୋଇଥିଲା । ରୋଗୀଙ୍କ ଠାରୁ ଅଧିକ ଦାମ ନେଇ ରସିଦ ନଦେବା ଏବଂ ସିକଲସେଲ୍ ରୋଗୀଙ୍କୁ ମାଗଣା ରକ୍ତ ଦିଆ ନଯିବା ଘଟଣାର ଖବର ପ୍ରସାରଣ କରିଥିଲା ନ୍ୟୁଜ୍ ସେଭେନ୍ । ଏନେଇ ତୀବ୍ର ପ୍ରତିକ୍ରିୟା ବେଳେ ଆକ୍ସନ ମୋଡକୁ ଆସିଛନ୍ତି ପ୍ରଶାସନ ।

Leave a Reply

   Related Posts