ଦିନ ସାଢ଼େ ୨ଟା ସୁଦ୍ଧା ୪୪ ଡିଗ୍ରୀ ଛୁଇଁଲା ପାରଦ, ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ

Published By : Prameya-News7 Bureau | May 05, 2024 IST

ଭୁବନେଶ୍ବର ୫।୫: ଆଜି ବି ଅସହ୍ୟ ତାତି । ରବିବାର ଦିନ ସାଢ଼େ ୨ଟା ସୁଦ୍ଧା ୪୪ ଡିଗ୍ରୀ ଛୁଇଁଲା ପାରଦ । ୪୪ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଛି । ସେହିଭଳି କେନ୍ଦୁଝରରେ ୪୩, ସମ୍ବଲପୁରରେ ୪୨.୭, ରାଉରକେଲାରେ ୪୨.୨, ହୀରାକୁଦରେ ୪୧.୮, ଚାନ୍ଦବାଲିରେ ୪୦.୨, ଭୁବନେଶ୍ୱରରେ ୩୯.୯ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

You Can Read :

ଦୁଇ ଦିନ ପ୍ରବଳ ଝଡ଼ ବର୍ଷା ସମ୍ଭାବନା, ମତ୍ସ୍ୟଜୀବୀଙ୍କୁ ସତର୍କତା ଜାରି କଲା ପାଣିପାଗ ବିଭାଗ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.