oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୧୧ କୋଭିଡ୍ ପଜିଟିଭ୍
  • ||
  • ଲମତାପୁଟ : କାରରୁ ୮ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ମାଫିଆ ଫେରାର
  • ||
  • ଭୁବନେଶ୍ୱର : ବର୍ଷାରେ ଭିଜିବ ଦଶହରା, ୨ରେ ଆସୁଛି ଆଉ ଏକ ଲଘୁଚାପ !
  • ||

କଟକ ରେଳ ଦୁର୍ଘଟଣାପାଇଁ ଜାରି କରାଗଲା ହେଲ୍ପ ଲାଇନ୍‌ ନମ୍ବର

16/01/2020 at 9:42 AM

ଭୁବନେଶ୍ୱର ୧୬।୦୧ – କଟକ ନିର୍ଗୁଣ୍ଡି ଷ୍ଟେସନ ନିକଟସ୍ଥ ଶାଳଗାଁ ନିକଟରେ ମୁମ୍ବାଇ-ଭୁବନେଶ୍ୱର ଲୋକମାନ୍ୟ ତିଲକ ଟର୍ମିନସ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏକ ମାଲବାହୀ ଟ୍ରେନକୁ ଧକ୍କା ଦେବାରୁ ୧୧ ଜଣ ଯାତ୍ରୀ ଆହତ ହୋଇଛନ୍ତି । ୫ ଜଣ ଗୁରୁତର ହୋଇଥିବା ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି ।

ଆହତ ଯାତ୍ରୀମାନଙ୍କୁ କଟକ ଏସ୍‌ସିବି ମେଡିକାଲ୍‌ କଲେଜ୍‌ରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ଏଥିପାଇଁ ପୂର୍ବତଟ ରେଳପଠ ପକ୍ଷରୁ ହେଲ୍ପ ଲାଇନ୍‌ ନମ୍ବର ଜାରି କରାଯାଇଛି । ଏହି ନମ୍ବର ଗୁଡିକୁ ତଳେ ଦିଆଯାଇଛି ।

Help Line Ph.No.

0671-1072-Cuttack

0674-1072-Khurda Road,

Help Line No of BBS/Head quarters Office-18003457401/402

BBS Station-0674-1072

Puri-06752-1072

ସକାଳେ ଘନ କୁହୁଡିରେ ପ୍ରାୟ ୭ଟା ସମୟରେ କୁହୁଡି ହୋଇଥିଲା । ଏଥିରେ ପ୍ରାୟ ୮ଟି ବଗି ଲାଇନଚ୍ୟୁତ ଓ କ୍ଷତିଗ୍ରସ୍ତ ହୋଇଥିବା ପ୍ରାଥମିକ ସୂଚନା ମିଳିଛି । ଘନ କୁହୁଡି ଯୋଗୁଁ ଏହି ଦୁର୍ଘଟଣା ହୋଇଥିବା ଆକଳନ କରାଯାଉଛି।
ସମସ୍ତ ଯାତ୍ରୀ ଏବେ ବିପଦମୁକ୍ତ ଥିବା ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି । ଯାତ୍ରୀମାନଙ୍କୁ ଏସ୍‌ସିବି ମେଡିକାଲ୍‌ରେ ଚିକିତ୍ସାପାଇଁ ଭର୍ତ୍ତି କରାଯାଇଛି ।

   Related Posts