vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୯୦.୫୫ ପ୍ରତିଶତ
  • ||
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

କଂଗ୍ରେସରେ ମିଶିଲେ ସାମ୍ବାଦିକ ସତ୍ୟ ନାୟକ

12/08/2018 at 10:20 AM

ଭୁବନେଶ୍ୱର ୧୨/୮ : କଂଗ୍ରେସରେ ମିଶିଲେ ସାମ୍ବାଦିକ ସତ୍ୟ ନାୟକ । ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଉପସ୍ଥିତିରେ ଶତାଧିକ ସମର୍ଥକଙ୍କ ଗହଣରେ ସେ କଂଗ୍ରେସରେ ମିଶିଛନ୍ତି । କଂଗ୍ରେସରେ ଯୋଗ ଦେବା ପରେ ସତ୍ୟ ନାୟକ କହିଛନ୍ତି ଦୁର୍ନୀତି ବିରୋଧରେ ଆହୁରି ସ୍ବରକୁ ଶାଣିତ କରିବି । ଦଳ ଯଦି ଚାହେଁ, ସିଧାସଳଖ ନିର୍ବାଚନ ମଇଦାନକୁ ଓହ୍ଲାଇବି ବୋଲି ମଧ୍ୟ କହିଛନ୍ତି । ସତ୍ୟ ନାୟକ ମିଡିଆ ସେଲର ମୁଖ୍ୟ ହେବେ ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି ।

   Related Posts