Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ: ଲାଞ୍ଚ ନେଇ ନିଲମ୍ୱିତ ହେଲେ ରାଜସ୍ୱ ନିରୀକ୍ଷକ, କହିଥିଲେ ମୋ ମୁଣ୍ଡର ଦାମ୍‌ କଣ ୨୦୦ ଟଙ୍କା ?
  • ||
  • ବାରିପଦା:ସରକାରୀ ବସଷ୍ଟାଣ୍ଡ ସମ୍ମୁଖରେ ଭୟାବହ ଅଗ୍ନିକାଣ୍ଡ, ୪ ଦୋକାନ ଓ ହୋଟେଲ ଭସ୍ମୀଭୂତ
  • ||

ହାତୀ ମୃତ୍ୟୁ ରୋକିବାକୁ ଗଠିନ ହେବ ଜଏଣ୍ଟ ଟାସ୍କ ଫୋର୍ସ, ହାଇକୋର୍ଟରେ ସତ୍ୟପାଠ ଦାଖଲ କଲେ ପୋଲିସ ଡିଜି

25/08/2022 at 6:15 PM

କଟକ : ହାତୀ ମୃତ୍ୟୁ ରୋକିବାକୁ ଗଠିନ ହେବ JTF ବା ଜଏଣ୍ଟ ଟାସ୍କ ଫୋର୍ସ । ପୋଲିସ ଓ ବନ ବିଭାଗକୁ ନେଇ ଗଠିନ ହେବ JTF । ହାତୀ ମୃତ୍ୟୁ ଏବଂ ବନ୍ୟପ୍ରାଣୀ ଚାଲାଣ ରୋକିବା ପାଇଁ ଏହି ଫୋର୍ସ କାମ କରିବ । ଏନେଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି ପୋଲିସ ଡିଜି । ସେପ୍ଟେମ୍ବର ୨୬ ରେ ଏହି ମାମଲାର ପରବର୍ତ୍ତୀ ଶୁଣାଣୀ ହେବା ନେଇ ହାଇକୋର୍ଟ କହିଛନ୍ତି ।

   Related Posts