suno sunao
Hari omm 2
hari om films
suno sunao new
HARI-OMM_728X90_B
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ପାରିବାରିକ କଳହର କରୁଣ ପରିଣତି, ସ୍ୱାମୀକୁ କିରୋସିନି ଢାଳି ଜାଳିଦେଲା ସ୍ତ୍ରୀ
  • ||
  • ଭୂକମ୍ପରେ ଥରିଲା ଇରାନ : ୭ ମୃତ, ୪୪୦ରୁ ଅଧିକ ଆହତ
  • ||

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ବୁର୍ଲା ସ୍ଥାନାନ୍ତର

10/09/2022 at 10:57 AM

ସୁନ୍ଦରଗଡ ୧୦।୦୯ : ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ସୁନ୍ଦରଗଡ ଟାଉନ ଥାନା ସୁନାରିପଡାର ଘଟିଛି ଘଟଣା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ତେବେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗଣ୍ଡଗୋଳ ହୋଇଥିବା ସୂଚନା । ଗୁରୁତର ଯୁବକ ଜଣଙ୍କ ହେଲେ କୁଲୁ । ଗୁରୁତର ଅବସ୍ଥାରେ ପ୍ରଥମେ ସୁନ୍ଦରଗଡ ମେଡିକାଲ ଭର୍ତ୍ତି କରାଯାଇଥିଲା । ପରେ ଅବସ୍ଥା ବିଗିଡିବାରୁ ତାଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଖୋଲତାଡ ଜାରି ରଖିଛି ।  

   Related Posts