oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ଜେଲରେ ପୁଣି ଜଣେ କଏଦୀର ଆତ୍ମହତ୍ୟା
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮୦ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ IDCO ସହକାରୀ ନିର୍ଦ୍ଦେଶକ, ଏକାସାଙ୍ଗେ ୭ଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ମୁମ୍ବାଇ : ଏକତା କପୁରଙ୍କ ବଢିଲା ଅଡୁଆ, ଗିରଫ ୱାରେଣ୍ଟ ଜାରି କଲେ ବିହାର କୋର୍ଟ
  • ||
  • ଭୁବନେଶ୍ୱର : ଗୁରୁବାରଠୁ ରାଜ୍ୟରେ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ରେଲୱେ ଏସ୍ପି ଅଫିସ ନିକଟରେ ପଡିଛି ଅଜଣା ମୃତଦେହ

7/08/2021 at 8:19 AM

କଟକ ୦୭/୦୮: କଟକରେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଠାବ । ରେଲୱେ ଏସ୍ପି ଅଫିସ ନିକଟରେ ମୃତଦେହ ଠାବ ହୋଇଛି । ତେବେ ଯୁବକଙ୍କ ମୁଣ୍ଡରେ ରହିଛି ଗଭୀର କ୍ଷତ ଚିହ୍ନ ରହିଛି । ଯୁବକଙ୍କୁ ହତ୍ୟା କରି କେହି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ନାହିଁ । ହେଲେ ମୃତ ଯୁବକ ଜଣଙ୍କ କିଏ ତାଙ୍କର ପରିଚୟ ମିଳିପାରିନାହିଁ । ପୋଲିସ ତଦନ୍ତ ପରେ ସବୁକିଛି ସ୍ପଷ୍ଟ ହେବ ।

   Related Posts