oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ଭଞ୍ଜବିହାର କ୍ୟାମ୍ପସ୍‌ରେ ବାଘ ! ଭୟଭୀତ ଛାତ୍ରଛାତ୍ରୀ ଓ ସ୍ଥାନୀୟ ଲୋକେ, ବନ ବିଭାଗର ପାଟ୍ରୋଲିଂ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୨୨ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଉଗ୍ରରୂପ ରୂପ ନେଲା ପାରିବାରିକ କଳହ, ଜୀବନ ହାରିଦେଲେ ଜିଲ୍ଲା ପରିଷଦ ସଭ୍ୟ
  • ||
  • ୫ ଦୋକାନ ଉପରେ ଚଢିଗଲା ସାର ବୋଝେଇ ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ୧୪ କର୍ମଚାରୀ
  • ||
  • ପୂଜାରେ ଭିଜିବ ପାର୍ବଣ, ଲଘୁଚାପ ପ୍ରଭାବରେ ୨୬ରୁ ୨୯ ଯାଏ ନିର୍ଦ୍ଧୁମ ଛେଚିବ
  • ||

ଭଉଣୀକୁ ଅସଦାଚରଣ କରିବାରୁ ଭାଇର ବର୍ବର କାଣ୍ଡ, ଟାଙ୍ଗିଆରେ ହାଣି ଯୁବକଙ୍କୁ ହତ୍ୟା

11/08/2021 at 8:32 AM

ଜି. ଉଦୟଗିରି ୧୧/୦୮: କନ୍ଧମାଳ ଜି.ଉଦୟଗିରିରେ ଅଭାବନୀୟ ଘଟଣା । ଭଉଣୀକୁ ଅସଦାଚରଣ କରିବାରୁ ଉତକ୍ଷିପ୍ତ ହୋଇ ଭାଇର ବର୍ବର କାଣ୍ଡ । ଟାଙ୍ଗିଆରେ ହାଣି ଜଣଙ୍କୁ ହତ୍ୟା କଲା ଭାଇ । ବିଚ୍ ରାସ୍ତାରେ ଗୋଡାଇ ଗୋଡାଇ ହାଣି ହତ୍ୟା କଲା କରିଛି ଭାଇ । ଚକାପାଦ ଥାନା ସୁବଳୟା ଗାଁର ଏହି ଘଟଣା । ମୃତକ ହେଲେ ଯଶୋବନ୍ତ ବେହେରା । ଘଟଣାସ୍ଥଳରେ ଚକାପାଦ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅଭିଯୁକ୍ତ ମକରନ୍ଦ ନାୟକକୁ ଅଟକ ରଖି ପୋଲିସ ପଚରାଉଚରା କରୁଛି ।

   Related Posts