ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: କୋର୍ଟରେ ଜଜ୍‌ଙ୍କୁ ଛୁରାମାଡ ଉଦ୍ୟମ, କାବୁ କଲା ପୋଲିସ
  • ||
  • ଭୁବନେଶ୍ୱର: ICMRର ପରାମର୍ଶ, ସାମାନ୍ୟ ଜ୍ୱର ହେଲେ ଖାଅନି ଆଣ୍ଟିବାୟୋଟିକ୍
  • ||
  • ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ଗୃହରେ ହଙ୍ଗାମା, ଗୃହ ମୁଲତବୀ କଲେ ବାଚସ୍ପତି
  • ||
  • ପଦ୍ମପୁରରେ କେନ୍ଦ୍ରୀୟ ଟିମ୍‌ର ରେଡ୍, ୩ ବ୍ୟବସାୟୀଙ୍କ ଘରେ ଚଢାଉ
  • ||

ରାଜଧାନୀରେ ଯୁବତୀଙ୍କ ଆତ୍ମହତ୍ୟା, ହଷ୍ଟେଲରେ ଗାମୁଛା ଲଗେଇ ଝୁଲିପଡିଲେ

11/11/2022 at 12:39 PM

ଭୁବନେଶ୍ୱର ୧୧/୧୧: ରାଜଧାନୀରେ ପୁଣି ଜଣେ ଯୁବତୀଙ୍କ ଆତ୍ମହତ୍ୟା । ଖଣ୍ଡଗିରି ଥାନ ଅଧୀନରେ ଥିବା ଏକ ହଷ୍ଟେଲରେ ଯୁବତୀ ଜଣଙ୍କ ଆତ୍ମହତ୍ୟା କରିଛନ୍ତି । ବେକରେ ଗାମୁଛା ଲଗାଇ ଝୁଲି ପଡିଛନ୍ତି ଯୁବତୀ ।

ମୃତ ଯୁବତୀ ଜଣକ ହେଉଛନ୍ତି ପୁରୀ ଜିଲା ତିରିପଦା ଗଡ଼ର ଦୀପ୍ତି ପାଣି । ସେ ଖଣ୍ଡଗିରି ବାରଭୁଜାରେ ଏକ ଘରୋଇ କମ୍ପାନୀରେ ଚାକିରୀ କରିଥିଲେ । ତେବେ କଣ ପାଇଁ ସେ ଏପରି ପଦକ୍ଷେପ ନେଲେ ସେନେଇ କିଛି ସ୍ପଷ୍ଟ ସୂଚନା ମିଳିପାରିନି । ଘଟଣା ସ୍ଥଳରେ ପୋଲିସ ପହଂଚି ଛାନଭିନ୍ ଆରମ୍ଭ କରିଛି । ତେବେ ଘଟଣା ସ୍ଥଳରୁ ଏକ ସୁଇସାଇଡ ନୋଟ ଜବତ କରାଯାଇଛି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts