ଶ୍ରୀମନ୍ଦିର ସୁରକ୍ଷା ଉପରେ ପ୍ରଶ୍ନବାଚୀ, ଆନନ୍ଦବଜାରକୁ କେମତି ଗଲା ମୋବାଇଲ୍

NEWS7
junior-engineer-susmita-oram-caught-by-vigilance-in-bargarh

ପୁରୀ ୧୫/୦୧: ପୁଣି ଶ୍ରୀମନ୍ଦିର ଭିତରେ ମୋବାଇଲ ଫୋନ୍। ଆନନ୍ଦ ବଜାରରେ ଜଣେ ବ୍ୟକ୍ତି ଫୋନ୍ ରେ କଥା ହେଉଥିବା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ଭିତରେ ମୋବାଇଲ ଫୋନ୍ ବ୍ୟବହାର ଉପରେ ବାରଣ ରହିଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମୋବାଇଲ ଫୋନ୍ ଉପରେ ବାରଣ କରାଯାଇଛି। ଶ୍ରୀମନ୍ଦିର ଭିତରକୁ କିଭଳି ଗଲା ମୋବାଇଲ ଫୋନ୍ ତାକୁ ନେଇ ଉଠିଛି ପ୍ରଶ୍ନ ।