oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଭିଜିବ ପାର୍ବଣ, ନବମୀ ଓ ଦଶମୀରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ସାନଖେମୁଣ୍ଡି: ପାଟପୁର ଥାନାରେ ୧୩୨୫ କିଲୋର ଜବତ ଗଞ୍ଜେଇ ପୋଡିଲା ପୋଲିସ
  • ||
  • UNSCରେ ରୁଷ୍‌ ବିରୋଧରେ ନିନ୍ଦା ପ୍ରସ୍ତାବ ଆଣିଥିଲା ଆମେରିକା, ଭୋଟିଂରୁ ବିରତ ରହିଲା ଭାରତ
  • ||
  • ସାରା ଦେଶରେ ଆରମ୍ଭ ହେଲା 5G ଯୁଗ, ୧୩ ସହରରେ ମିଳିବ ସେବା
  • ||

ଝାରସୁଗୁଡା ଉପକାରାଗାରରେ ଅଘଟଣ, ଗଳାକାଟି କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ

8/08/2022 at 8:32 AM

ଝାରସୁଗୁଡା ୦୮/୦୮: ବିଚାରଧୀନ କଏଦୀଙ୍କ ଗଳା କାଟି ଆତ୍ମହତ୍ୟା ଉଦ୍ୟମ ଝାରସୁଗୁଡା ଉପକାରାଗାରରେ ପୁଣି ଅଘଟଣ । ଜଣେ ବିଚାରଧୀନ କଏଦୀ ବ୍ଲେଡରେ ଗଳା କାଟି ଆତ୍ମହତ୍ୟା ଉଦ୍ୟମ କରିଥିବା ଜେଲ କର୍ତ୍ତୃପକ୍ଷ କହିଛନ୍ତି । କଏଦୀ ଜଣକ ଝାରସୁଗୁଡା ବ୍ରଜରାଜନଗର ଓପିଏମ କଲୋନୀ ଅଂଚଳର ସୁରଜ କର ।

ଗୁରୁତର ଅବସ୍ଥାରେ ସୁରଜଙ୍କୁ ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ବୁର୍ଲା ଡାକ୍ତରଖାନା ସ୍ଥାନାନ୍ତରିତ କରାଯାଇଛି । ପ୍ରାୟ ୧୦ ଦିନ ତଳେ ସେ ଏକ ମାମାଲା ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିଲେ । ତେବେ ତାଙ୍କ ପ୍ରତିପକ୍ଷ ଅଭିଯୁକ୍ତ ଜେଲରେ ବନ୍ଦୀ ଥିବାରୁ ଏହା ଏକ ହତ୍ୟା ଷଡ଼ଯନ୍ତ୍ର ମଧ୍ୟ ହୋଇପାରେ । ପୋଲିସ ଏନେଇ ତଦନ୍ତ ଆରମ୍ଭ କରିଛି ।

   Related Posts