oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ରେଶମ ସହରରେ ବେଧଡ଼କ ଚାଲିଛି ଧଳାଜହର କାରବାର, ଜଣେ ମହିଳା ଗିରଫ
  • ||
  • ରାୟଗଡା : ବନ୍ଦ ହେଲା ରାଜ୍ୟର ଦ୍ୱିତୀୟ ଝୁଲାପୋଲ, ସୁରକ୍ଷା ଦୃଷ୍ଟିରୁ ପ୍ରଶାସନର ନିଷ୍ପତ୍ତି
  • ||
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ତାତିରୁ ମିଳିଲା ଆଶ୍ବସ୍ତି, ଆସନ୍ତା ୩ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା

13/06/2019 at 2:49 PM

ଭୁବନେଶ୍ବର ୧୩|୬: ତାତିରୁ ରାଜ୍ୟବାସୀଙ୍କୁ ସାମାନ୍ୟ ଆଶ୍ବସ୍ତି । ଖସିଲା ପାରଦ । କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ହିଟୱେଭ୍ ୱାର୍ଣ୍ଣିଂ ପ୍ରତ୍ୟାହାର କରିଛି ପାଣିପାଗ ବିଭାଗ । ଆସନ୍ତା ୩ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି ।  ଉତ୍ତର ଓ ଉପକୂଳରେ ବର୍ଷାର ପରିମାଣ ଅଧିକ ରହିବ। ଗତ ୨୪ ଘଣ୍ଟା ମଧ୍ୟରେ ଯାଜପୁର ଦାନଗଦିରେ ସର୍ବାଧିକ ୮୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ମୌସୁମୀ ପାଇଁ ଧିରେ ଧିରେ ସୃଷ୍ଟି ହେଉଛି ଅନୁକୂଳ ସ୍ଥିତି। ରଜ ପରେ ପରେ ଓଡିଶା ଛୁଇଁବ ମୌସୁମୀ ବୋଲି ପାଣିପାଗ ବଭାଗ ପକ୍ଷରୁ କୁହାଯାଇଛି ।

   Related Posts