AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖୋର୍ଦ୍ଧା: ଜମିବାଡି ବିବାଦକୁ ନେଇ ଜଟଣୀ କନ୍ତିଆରେ ଫୁଟିଲା ବୋମା, ବ୍ୟବସାୟୀ ଗୁରୁତର
  • ||
  • କ୍ରାଇମବ୍ରାଞ୍ଚ ଖୋଲୁଛି ଗୋପାଳ ଗୁମର, ୪ ଦିନିଆ ରିମାଣ୍ଡରେ ଚାଲିଛି ମାରାଥନ ଜେରା
  • ||
  • ପାରାଦ୍ୱୀପ: ବାଇକ୍‌ ଓ କାର୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ୬ ଆହତ
  • ||
  • କରଞ୍ଜିଆ: ଥରୁଛି ଶିମିଳିପାଳ, ଉପର ବାର୍‌ହା କାମୁଡ଼ାରେ ତାପମାତ୍ରା ସର୍ବନିମ୍ନ ୪ଡିଗ୍ରୀ
  • ||

କାଳୀ ପୂଜା ପାଇଁ ଉତ୍ସବ ମୁଖର ଭଦ୍ରକ ସହର ; ଆଜି ମହାକାଳୀ ବେଶରେ ଦର୍ଶନ ଦେଉଛନ୍ତି ମାଆ

7/11/2018 at 1:51 PM

ଭଦ୍ରକ ୭|୧୧:  କାଳୀ ପୂଜା ପାଇଁ ଉତ୍ସବ ମୁଖର ଭଦ୍ରକ ସହର । ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମାଆ ଭଦ୍ରକାଳୀ ସାତ ଦିନରେ ସାତଟି ରୂପରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି । ଆଜି ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ଦ୍ଵିତୀୟ ଦିନ । ଦ୍ଵିତୀୟ ଦିନରେ ମାଆ ମହାକାଳୀ ବେଶରେ ଦର୍ଶନ ଦେଉଛନ୍ତି । ବର୍ଷର ଗୋଟିଏ ଦିନ ମାଆ ଉଗ୍ରରୂପା ବେଶ ଧାରଣ କରିଥାନ୍ତି । ମାଆଙ୍କର ଏହି ବେଶକୁ ଦର୍ଶନ କରିବା ପାଇଁ ରାଜ୍ୟ ଓ ରାଜ୍ୟବାହାରୁ ଶ୍ରଦ୍ଧାଳୁଙ୍କ ଭିଡ ଜମି ଥାଏ ।

   Related Posts