କାଳୀ ପୂଜା ପାଇଁ ଉତ୍ସବ ମୁଖର ଭଦ୍ରକ ସହର ; ଆଜି ମହାକାଳୀ ବେଶରେ ଦର୍ଶନ ଦେଉଛନ୍ତି ମାଆ
7/11/2018 at 1:51 PM

ଭଦ୍ରକ ୭|୧୧: କାଳୀ ପୂଜା ପାଇଁ ଉତ୍ସବ ମୁଖର ଭଦ୍ରକ ସହର । ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମାଆ ଭଦ୍ରକାଳୀ ସାତ ଦିନରେ ସାତଟି ରୂପରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି । ଆଜି ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ଦ୍ଵିତୀୟ ଦିନ । ଦ୍ଵିତୀୟ ଦିନରେ ମାଆ ମହାକାଳୀ ବେଶରେ ଦର୍ଶନ ଦେଉଛନ୍ତି । ବର୍ଷର ଗୋଟିଏ ଦିନ ମାଆ ଉଗ୍ରରୂପା ବେଶ ଧାରଣ କରିଥାନ୍ତି । ମାଆଙ୍କର ଏହି ବେଶକୁ ଦର୍ଶନ କରିବା ପାଇଁ ରାଜ୍ୟ ଓ ରାଜ୍ୟବାହାରୁ ଶ୍ରଦ୍ଧାଳୁଙ୍କ ଭିଡ ଜମି ଥାଏ ।
Related Posts
ପୂର୍ବ ଶତୃତାରୁ ମରଣାନ୍ତରକ ଆକ୍ରମଣ; ଅଭିଯୁକ୍ତ ଗିରଫ
4 February 2023
ବାଘ ମଣିଷ ମୁହାଁମୁହିଁ : ଗୁରୁତର ଯୁବକ ଡାକ୍ତରଖାନାରେ ଭର୍ତ୍ତି
4 February 2023