ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠମଲ୍ଲିକ: ଦନ୍ତା ହାତୀର ମୃତଦେହ ଠାବ, ଶରୀରରେ ରହିଛି ଅନେକ କ୍ଷତଚିହ୍ନ
  • ||
  • ସମ୍ୱଲପୁର: ଜଳିଗଲା ଘରୋଇ ବସ୍ ନାଗରାଜ୍, ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର
  • ||
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି, ନୂଆଁଖାଇରେ ମିଳିବ କାଳିଆ ଟଙ୍କା

30/08/2022 at 11:36 AM

ଭୁବନେଶ୍ୱର ୩୦।୦୮: ଚାଷୀଙ୍କ ପାଇଁ ଖୁସିର ଖବର । ନୂଆଁଖାଇରେ ଚାଷୀଙ୍କୁ ମିଳିବ କାଳିଆ ସହାୟତା । କାଳିଆ ଯୋଜନାରେ ଉପକୃତ ହେବେ ୪୧ ଲକ୍ଷ ଚାଷୀ ।

ଖବର ଅନୁଯାୟୀ, ରାଜ୍ୟରେ ଚାଷୀଙ୍କ ସହାୟତା ପାଇଁ ୨୦୧୯ରେ ରାଜ୍ୟ ସରକାର କାଳିଆ ଯୋଜନା ଆରମ୍ଭ କରିଥିଲେ । ବର୍ଷକୁ କିସ୍ତି ଆକାରରେ ଚାଷୀଙ୍କ ଆକାଉଣ୍ଟକୁ ଏହି ସହାୟତା ରାଶି ପଠାଇଥାନ୍ତି ରାଜ୍ୟ ସରକାର । ଚଳିତ ବର୍ଷରେ ଶେଷ କିସ୍ତି ଅକ୍ଷୟ ତୃତୀୟା ଦିନ ଚାଷୀଙ୍କ ଆକାଉଣ୍ଟକୁ ପଠାଇଥିଲେ ରାଜ୍ୟ ସରକାର । ଆଉ ଏବେ ନୂଆଁଖାଇ ପର୍ବ ଅବସରରେ ଚାଷୀଙ୍କୁ ପୁଣି ଥରେ ଭେଟି ଦେବାକୁ ଯାଉଛନ୍ତି ରାଜ୍ୟସରକାର । ପଶ୍ଚିମ ଓଡିଶାର ଏହି ଗଣପର୍ବ ଅବସରରେ ୪୧ ଲକ୍ଷ ଚାଷୀଙ୍କ ଖାତାକୁ ୮୬୭ କୋଟି କାଳିଆ ଟଙ୍କା ପଠାଇବେ ରାଜ୍ୟ ସରକାର ।

   Related Posts