oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ରେଶମ ସହରରେ ବେଧଡ଼କ ଚାଲିଛି ଧଳାଜହର କାରବାର, ଜଣେ ମହିଳା ଗିରଫ
  • ||
  • ରାୟଗଡା : ବନ୍ଦ ହେଲା ରାଜ୍ୟର ଦ୍ୱିତୀୟ ଝୁଲାପୋଲ, ସୁରକ୍ଷା ଦୃଷ୍ଟିରୁ ପ୍ରଶାସନର ନିଷ୍ପତ୍ତି
  • ||
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

CBSE ଦ୍ବାଦଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରୀଙ୍କୁ କଳ୍ପତରୁ ଦାସ ନ୍ୟାସନାଲ ଫାଉଣ୍ଡେସନ ପକ୍ଷରୁ ସମ୍ବର୍ଦ୍ଧନା

30/07/2022 at 3:55 PM

ଚଣ୍ଡିଖୋଲ ୩୦।୭: CBSE ଦ୍ବାଦଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରୀଙ୍କୁ କଳ୍ପତରୁ ଦାସ ନ୍ୟାସନାଲ ଫାଉଣ୍ଡେସନ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଛି । ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ୍ ହରିଦାସପୁର ପଞ୍ଚାୟତର ଛାତ୍ରୀ ପ୍ରୀତି ପ୍ରଣମିତା ନାୟକ CBSE ଦ୍ବାଦଶ ପରୀକ୍ଷାରେ ୮୭ ପ୍ରତିଶତ ମାର୍କ ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି । ସେ ଚଣ୍ଡିଖୋଲ ସ୍ଥିତ ଡିଉ ପବ୍ଲିକ ସ୍କୁଲର ଛାତ୍ରୀ । ପ୍ରୀତି ଜଣେ ମେଧାବୀ ଛାତ୍ରୀ । ସେ ପାଠ ପଢିବା ସମୟରେ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇ ବେଶ ସଫଳତା ପାଇ ପାରିଛନ୍ତି । CBSE ପରୀକ୍ଷାରେ ପାଇଥିବା ସଫଳତାକୁ ନେଇ ବେଶ ଖୁସି ଅଛନ୍ତି ପ୍ରୀତି । ଏହି ସଫଳତା ପାଇଁ ସେ ନିଜ ପରିବାର ଲୋକଙ୍କୁ ଓ ସ୍କୁଲ କର୍ତ୍ତୃପକ୍ଷଙ୍କୁ ଶ୍ରେୟ ଦେଇଛନ୍ତି । ଭବିଷ୍ୟତରେ ଜଣେ ଆଇଏଏସ ହେବା ପାଇଁ ଲକ୍ଷ୍ୟ ରଖିଛନ୍ତି । କଳ୍ପତରୁ ଦାସ ନ୍ୟାଶନାଲ ଫାଉଣ୍ଡେସନ ପକ୍ଷରୁ ପ୍ରୀତିଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ସେ ଧର୍ମଶାଳା ଅଞ୍ଚଳ ପାଇଁ ଗର୍ବ ଗୌରବ ଆଣିଛନ୍ତି ।

   Related Posts