oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

କାମାକ୍ଷାନଗର ରାମ ମନ୍ଦିରରୁ ଲୁଟ

25/07/2018 at 7:03 AM

କାମାକ୍ଷାନଗର ମାଳପୁରା ରାମ ମନ୍ଦିରରୁ ଲୁଟ ହୋଇଛି | ଗତକାଲି ବିଳମ୍ବିତ ରାତିରେ ଠାକୁରଙ୍କ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟି ନେଇଛନ୍ତି ଦୁର୍ବୁର୍ତ୍ତ | ମନ୍ଦିରର ହୁଣ୍ଡୀ ମଧ୍ୟ ଲୁଟି ନେଇଯାଇଛନ୍ତି ଦୁର୍ବୁର୍ତ୍ତ | ମନ୍ଦିରରେ ଲାଗିଥିବା ସିସିଟିଭି ହାର୍ଡ ଡିସ୍କକୁ ମଧ୍ୟ ଭାଙ୍ଗି ଦେଇଛନ୍ତି ଦୁର୍ବୁର୍ତ୍ତ | ଖବର ପାଇ କାମାକ୍ଷାନଗର ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଛି |

   Related Posts