AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କ୍ରାଇମବ୍ରାଞ୍ଚ ଖୋଲୁଛି ଗୋପାଳ ଗୁମର, ୪ ଦିନିଆ ରିମାଣ୍ଡରେ ଚାଲିଛି ମାରାଥନ ଜେରା
  • ||
  • ପାରାଦ୍ୱୀପ: ବାଇକ୍‌ ଓ କାର୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ୬ ଆହତ
  • ||
  • କରଞ୍ଜିଆ: ଥରୁଛି ଶିମିଳିପାଳ, ଉପର ବାର୍‌ହା କାମୁଡ଼ାରେ ତାପମାତ୍ରା ସର୍ବନିମ୍ନ ୪ଡିଗ୍ରୀ
  • ||

ଉନ୍ନତ ଚିକିତ୍ସା ପାଇଁ କଟକ ଏସସିବିରେ ଭର୍ତ୍ତି ହେଲେ ପଦ୍ମଶ୍ରୀ କମଳା ପୂଜାରୀ

25/08/2022 at 10:13 AM

କଟକ ୨୫।୮: ଉନ୍ନତ ଚିକିତ୍ସା ପାଇଁ କଟକ ଏସସିବି ମେଡିକାଲରେ ଭର୍ତ୍ତି ହେଲେ ପଦ୍ମଶ୍ରୀ କମଳା ପୂଜାରୀ । ଜୟପୁର ମୁଖ୍ୟ ଚିକିତ୍ସାଳୟରୁ କଟକ ଏସସିବି ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି ।

ଗତ ୨୧ ତାରିଖରେ ପଦ୍ମଶ୍ରୀ କମଳା ଅସୁସ୍ଥ ହୋଇପଡିଥିଲେ । ପ୍ରଥମେ ଜୟପୁର ମୁଖ୍ୟ ଚିକିତ୍ସାଳୟରେ ସେ ଚିକିତ୍ସିତ ହେଉଥିଲେ । କିନ୍ତୁ ଉନ୍ନତ ଚିକିତ୍ସା ପାଇଁ ବୁଧବାର ରାତିରେ ତାଙ୍କୁ ସ୍ଵତନ୍ତ୍ର ଆମ୍ବୁଲାନ୍ସ ଯୋଗେ କଟକ ବଡ଼ ମେଡ଼ିକାଲ ଅଣାଯାଇଛି । ନ୍ୟୁ ମେଡିସିନ ୱାର୍ଡର ଆଇସିୟୁରେ ରହି ସେ ଏବେ ଚିକିତ୍ସିତ ହେଉଛନ୍ତି ।

   Related Posts