ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୧୭ ଜଣିଆ ରଣଜୀ ଟିମ୍ ଘୋଷଣା : ଶୁଭ୍ରାଂଶୁ ସେନାପତି ଅଧିନାୟକ, ୪ ନୂଆ ମୁହଁ
  • ||
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ସୁସ୍ଥ ହେଲେ ପଦ୍ମଶ୍ରୀ କମଳା ପୂଜାରୀ, ସୋମବାର ମେଡିକାଲରୁ ହେବେ ଡିସ୍‌ଚାର୍ଜ

28/08/2022 at 10:37 AM

କଟକ ୨୮।୦୮: ସୁସ୍ଥ ହେଲେ ପଦ୍ମଶ୍ରୀ କମଳା ପୂଜାରୀ । ସୋମବାର ସେ ଡାକ୍ତରଖାନାରୁ ଡିସଚାର୍ଜ ହୋଇପାରନ୍ତି । ଏ ନେଇ କମଳା ପୂଜାରୀଙ୍କୁ ଡାକ୍ତରଙ୍କ ତରଫରୁ ସୂଚନା ଦିଆଯାଇଛି ।

ଖବର ଅନୁଯାୟୀ, ଗତ ବୁଧବାର ଠାରୁ କଟକ SCB ରେ ରହି ଚିକିତ୍ସିତ ହେଉଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ । ଶାରୀରିକ ଅସୁସ୍ଥତା ଓ କିଡନୀ ସମସ୍ୟା ଯୋଗୁଁ ପ୍ରଥମେ ତାଙ୍କୁ ଜୟପୁର ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକକୁ ସ୍ଥାନାନ୍ତର କରାଯାଇଥିଲା। କମଳାଙ୍କ ଚିକିତ୍ସା ପାଇଁ କଟକ SCBରେ ୧୧ ଜଣିଆ ସ୍ବତନ୍ତ୍ର ଡାକ୍ତରୀ ଟିମ ନିୟୋଜିତ ହୋଇଛନ୍ତି। ଏବେ ପୂର୍ବ ଅପେକ୍ଷା ସୁସ୍ଥ ଅନୁଭବ କରୁଥିବା କହିଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ ଓ ତାଙ୍କ ସହଯୋଗୀ ମମତା ବେହେରା।…

   Related Posts