ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||
  • ରାଜଧାନୀରେ ପୁଣି ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ଅପରାଧି ଜିତୁ ଆହତ
  • ||
  • ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ ପୁଟିନ୍‌ଙ୍କ ବଡ଼ ଘୋଷଣା, କହିଲେ-ବେଲାରୁସ୍‌ରେ ପରମାଣୁ ହତିଆର ନିୟୋଜିତ କରିବ ରୁଷ
  • ||
  • ଭୂମିକମ୍ପ ଝଟକା ଥରିଲା ରାଜସ୍ଥାନ, ବିକାନୋର ଠାରୁ ୫୧୬ କିମି ଦୂରରେ କେନ୍ଦ୍ରସ୍ଥଳ
  • ||

ରାଜଧାନୀରେ କଙ୍ଗାରୁକୋର୍ଟ, ଯୁବତୀଙ୍କୁ ଖୁଣ୍ଟରେ ବାନ୍ଧି ମାଡ଼

7/02/2023 at 3:49 PM

ଭୁବନେଶ୍ୱର ୦୭/୦୨: ରାଜଧାନୀରେ କଙ୍ଗାରୁକୋର୍ଟ । ଜଣେ ଯୁବତୀଙ୍କୁ ଖୁଣ୍ଟରେ ବାନ୍ଧି ମାଡ଼ । ଖବର ପାଇ ମଞ୍ଚେଶ୍ବର ଥାନା ପୋଲିସ ପହଞ୍ଚି ଯୁବତୀଙ୍କୁ ଉଦ୍ଧାର କରିଛନ୍ତି । ଏଭଳି ଘଟଣା ଦେଖିବାକୁ ମିଳିଛି ମଞ୍ଚେଶ୍ବର ଜଗନ୍ନାଥ ଲେପର୍ସି କଲୋନୀରେ ।

ମିଳିଥିବା ସୂଚନା ଅନୁସାରେ ସୋମବାର ସନ୍ଧ୍ୟାରେ ପ୍ରେମିକ ପାଖକୁ ଆସିଥିଲେ ମହିଳା । ଏକଥା ଜାଣିବା ପରେ କଲୋନୀର ମହିଳା ମାନେ ଏକଜୁଟ ହୋଇ ଯୁବତୀଙ୍କୁ କାବୁ କରିବା ସହ ହାତ ଗୋଡ଼ ବାନ୍ଧି ମାଡ଼ ମାରିଥିଲେ । ଏହି ଘଟଣାରେ ଯୁବତୀ କୌଣସି ଅଭିଯୋଗ କରିନଥିବା ବେଳେ ପୋଲିସ ନିଜ ଆଡୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ସେପଟେ ଘଟଣାସ୍ଥଳକୁ ଯାଇଛି ମଞ୍ଚେଶ୍ବର ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି ।

   Related Posts