Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଉ କିଛି ଦିନ ପରେ ସାଜିଥାନ୍ତେ ବରଗଡ଼ ଧନୁଯାତ୍ରାର ବଳରାମ, ତା ଆଗରୁ ଦୁନିଆ ଛାଡ଼ି ଚାଲିଗଲେ ଶ୍ରେୟସ
  • ||
  • ଜାଡ଼ରେ ଥରୁଛି କନ୍ଧମାଳ: ଫୁଲବାଣୀରେ ୬.୬ ଡିଗ୍ରୀ, ଦାରିଙ୍ଗବାଡିରେ ୮.୫ ଡିଗ୍ରୀ ସେଲସିୟସ
  • ||
  • ମହିଳା ପ୍ରଦର୍ଶନକାରୀଙ୍କ ସ୍ତନ ଏବଂ ଗୁପ୍ତାଙ୍ଗକୁ ଗୁଳି କରୁଛନ୍ତି ଇରାନୀ ସେନା, ଖୁଲାସା କଲେ ଡାକ୍ତର
  • ||
  • ସିନ୍ଧେକେଲା ଥାନା ଆଇଆଇସି ଗିରଫ, ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ
  • ||
  • ଧର୍ମଗଡ: ଭାରସାମ୍ୟ ହରାଇ ଗଛରେ ପିଟିଲା ମିନିଟ୍ରକ, ଦୁର୍ଘଟଣାରେ ଜଣେ ମୃତ
  • ||
  • ଜାଡ଼ରେ ଥରୁଛି ରାଜ୍ୟ, କୋରାପୁଟରେ ତଳକୁ ଖସିଲା ପାରଦ
  • ||
  • ମୋହନା: ଗୋଷ୍ଠୀ କେନ୍ଦ୍ର ପଛପଟେ ପଡ଼ିଛି କୁଢ଼ କୁଢ଼ ଔଷଧ, ବୈଧତା ଥାଇ ବି ଫୋପାଡିଦେଲେ
  • ||
  • ପାଟଣା ରେଞ୍ଜରେ ଘୁରି ବୁଲୁଛନ୍ତି ହାତୀପଲ, ଧାନ ଫସଲ ନଷ୍ଟ ସହ ଖାଇଗଲେ ଶହ ଶହ ଧାନ ବିଡା
  • ||
  • ନିଶ୍ଚିତକୋଇଲି: ବିଳମ୍ବିତ ରାତିରେ ମାତିଲେ ଡକାୟତ, ଚୋରି କରିବାକୁ ଆସି ନେଇଗଲେ ଜୀବନ
  • ||

ପର ସ୍ତ୍ରୀ ସହ ରାତିରେ ଧରିପକାଇଲେ ଗ୍ରାମବାସୀ, ଲଣ୍ଡା କରି ବୁଲାଇଲେ, ଲୋକ ଲଜ୍ୟାକୁ ଡରି ଆତ୍ମହତ୍ୟା କଲେ ମହିଳା

8/07/2022 at 3:10 PM

ଖଲ୍ଲିକୋଟ, ୦୮/୦୭: ଖଲ୍ଲିକୋଟ ଥାନା ଅଧିନ ତେନ୍ତୁଳିଆପଲ୍ଲୀ ଗ୍ରାମରେ ଜଣେ ବିବାହିତ ମହିଳା ବିଷ ପିଇ ଆତ୍ମହତ୍ୟା ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ଗତକାଲି ଅନ୍ୟ ଏକ ଗ୍ରାମର ଯୁବକ ଉକ୍ତ ବିବାହିତ ମହିଳାଙ୍କ ଘରକୁ ଯାଇ ତାଙ୍କ ସହ ଶାରୀରିକ ସମ୍ପର୍କ ରଖୁଥିବା ବେଳେ ଗ୍ରାମବାସୀ ଦୁହିଁଙ୍କୁ କାବୁ କରିଥିଲେ । ଗ୍ରାମବାସୀ ଯୁବକକୁ କଙ୍ଗାରୁ କୋର୍ଟ କରି ଦଣ୍ଡ ଦେଇଥିଲେ । ଯୁବକକୁ ଜୋତା ମାଳ ପିନ୍ଧାଇବା ସହିତ ଲଣ୍ଡା କରି ଗ୍ରାମରେ ବୁଲାଇ ଥିଲେ । ଅନ୍ୟପକ୍ଷରେ ଲୋକ ଲଜ୍ୟାକୁ ଡରି ବିବାହିତ ମହିଳା ଜଣକ ବିଷ ପିଇ ଆତ୍ମହତ୍ୟା କରିଛନ୍ତି । ତେବେ ଘଟଣାର ଖବର ପାଇ ଖଲ୍ଲିକୋଟ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

   Related Posts